ଗଞ୍ଜାମ ଗସ୍ତରେ ଆସିବେ ଓଡ଼ିଶା ଉନ୍ନୟନ କମିଶନର, ୫ଟି ସଚିବ

ଛତ୍ରପୁର,୧୫ା୫(ଡି.ଏନ୍‌.ଏ.) : ଓଡ଼ିଶା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ ଜିଲାର ଶେରଗଡ଼, ହିଞ୍ଜିଳି, କବିସୂର୍ଯ୍ୟନଗର, ଆସିକା, ପୋଲସରା ଏବଂ ବ୍ରହ୍ମପୁର ଯାଇ ଉଭୟ କୋଭିଡ୍‌-୧୯ ପରିସ୍ଥିତିର ଅନୁଧ୍ୟାନ କରିବେ। ଏଥିସହ କେତେକ କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନ କରିବେ। ଜିଲା ଓ ବ୍ଲକସ୍ତରର ସରକାରୀ ଅଧିକାରୀଙ୍କ ସହ କରୋନା ମୁକାବିଲା ସମ୍ପର୍କରେ କମିଶନର ଓ ସଚିବ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri