ଗଞ୍ଜାମ ଛୁଇଁଲା କରୋନା: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦

ଭୁବନେଶ୍ୱର,୩।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଁଚିଛି। ଆକ୍ରାନ୍ତ ୩ ଜଣ ଙ୍କ  ମଧ୍ୟରୁ  ଦୁଇ ଜଣ ଗଞ୍ଜାମ ଜିଲାର ଏବଂ ଜଣେ ଝାରସୁଗୁଡା ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି। ତେବେ କରୋନା ଆକ୍ରାନ୍ତ ତାଲିକାରେ ପ୍ରଥମ ଥର ଲାଗି ଗଞ୍ଜାମ ଜିଲା ସାମିଲ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri