ଗଞ୍ଜାମ ଜିଲାପରିଷଦ ସଭାପତି ଦାୟିତ୍ୱ ନେଲେ ସ୍ନେହଲତା

ଛତ୍ରପୁର, ୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ସଭାପତି ଭାବେ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ବିଧାୟକଭାବେ ନିର୍ବାଚିତ ହେବା ପରେ ସୁବାସ ଚନ୍ଦ୍ର ବେହେରା ଜିଲାପରିଷଦ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ଏହାପରେ ଗଞ୍ଜାମ ଜିଲାପାଳ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ବିଜୟ ଅମୃତା କୁଲାଙ୍ଗେ ଚିଠିକରି ଜିଲାପରିଷଦ ଉପାଧ୍ୟକ୍ଷା ସ୍ନେହଲତାଙ୍କୁ ଜିଲାପରିଷଦ ସଭାପତିର ଅତିରିକ୍ତ ଦାୟିତ୍ୱ ଦେଇଥିଲେ। ଜିଲାପରିଷଦ ସଭାପତି ନିର୍ବାଚନ ହେବା ପର୍ଯ୍ୟନ୍ତ ସ୍ନେହଲତା ଏହି ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାରରେ ମନ୍ତ୍ରୀ, ଏମ୍‌ପି

ବରଗଡ଼ ଅଫିସ୍‌/ବରପାଲି,୧୭।୩(ଡି.ଏନ.ଏ): ବରଗଡ଼ ଜିଲାରେ ଆସନ୍ତା ୨୪ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ଗ୍ରହଣ ହେବ। ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ପ୍ରଚାର...

ବଦଳିଲେ ୯ ଓଏଏସ୍‌ ଅଫିସର

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି।...

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ...

ମନ୍ତ୍ରୀପରିଷଦ ବୈଠକ: ଅତିରିକ୍ତ ଚିଠା ବଜେଟକୁ ଅନୁମୋଦନ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ଅତିରିକ୍ତ ବଜେଟ୍‌ ଆଗତ ଦେବ। ଏହି ବଜେଟ ଆଗତ...

ମୃତକଙ୍କ ଚିହ୍ନଟ ପାଇଁ କେବଳ ଏମ୍ସ ଯିବାକୁ କହିଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୭ା୬(ବ୍ୟୁରୋ): ବାଲେଶ୍ବର ଜିଲା ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କୁ ଚିହ୍ନଟ କରିବା ପାଇଁ ସମ୍ପର୍କୀୟମାନେ ଅନ୍ୟ କୌଣସି ହସ୍ପିଟାଲ ନ ଯାଇ କେବଳ ଭୁବନେଶ୍ୱରସ୍ଥିତ ଏମ୍ସ...

ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ

ବରଗଡ଼ ଅଫିସ୍‌,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ...

ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ...

ବାଛୁରି ଆଣିବାକୁ ଯାଇ ଭାସିଗଲେ ବାପ, ପୁଅ

ବରୀ,୧୫ା୯(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମର କୁଶ ସିଂ(୫୭) ଓ ତାଙ୍କର ପୁଅ କୈଳାସ ସିଂ(୨୭) ବୁଧବାର ବ୍ରାହ୍ମଣୀର...

Advertisement
Archives

Model This Week