ଗଞ୍ଜାମ ଜିଲାପାଳଙ୍କ କଡ଼ା ଆଭିମୁଖ୍ୟ: ଏଣିକି ମାସ୍କ ନ ପିନ୍ଧିଲେ ମିଳିବ ନାହିଁ ଅତ୍ୟାବଶ୍ୟକୀୟ ସାମଗ୍ରୀ

ଛତ୍ରପୁର, ୯।୪(ଡି.ଏନ୍‌.ଏ.)- କରୋନା ମୁକାବିଲା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏଣିକି ମାସ୍କ ନ ପିନ୍ଧିଥିଲେ ରାସନ, ପନିପରିବା ଏପରିକି ଔଷଧ ମିଳିବନି ବୋଲି ଜିଲାପାଳ ଗୁରୁବାର କହିଛନ୍ତି। ପୂର୍ବରୁ ମାସ୍କ ନ ପିନ୍ଧିଲେ ସହରାଞ୍ଚଳରେ ୧ ହଜାର ଟଙ୍କା ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଜରିମାନା ଆଦାୟ ପାଇଁ ସେ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାପରଠାରୁ ବିଭିନ୍ନ ଖିଲାପକାରୀଙ୍କଠାରୁ ଜରିମାନା ଆଦାୟ କରାଯାଉଥିବା ବେଳେ ଆହୁରି କଠୋର ପଦକ୍ଷେପ ସ୍ବରୂପ ମାସ୍କ ନ ପିନ୍ଧିଲେ କୌଣସି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବ ନାହିଁି ବୋଲି ଗୁରୁବାର ଏକ ଭିଡିଓ ଜରିଆରେ ଜ଼ିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ...

ଗଞ୍ଜାମର ୫.୮୩ ଲକ୍ଷ ନେଲେଣି ପ୍ରଥମ ଡୋଜ ଟିକା

ଛତ୍ରପୁର,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକା ନେବାକୁ ଲୋକଙ୍କ ଆଗ୍ରହ ବଢିଛି। ଜିଲାରେ ଶୁକ୍ରବାର...

ଆଇସୋଲଶନ ସେଣ୍ଟର ପରିସର ସଫେଇ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କରୋନା ଆଇସୋଲେଶନ ସେଣ୍ଟରରେ କେତେଜଣଙ୍କୁ ସଙ୍ଗରୋଧରେ ରଖାଯାଇଛି। ଉକ୍ତ ଆଇସୋଲେଶନ ସେଣ୍ଟରରେ ସେଠାରେ ସ୍ବାସ୍ଥ୍ୟପ୍ରଦ...

ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍‌ରେ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ...

ରୋଗୀଙ୍କୁ ଘୃଣା କରି ପୁଷ୍ପ ବୃଷ୍ଟି

ଭୁବନେଶ୍ୱର,୨୭।୭ (ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମତିଙ୍କ ଚିକିତ୍ସା ନିମନ୍ତେ କିମ୍ସ ହସ୍ପିଟାଲକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିଲେ। ୫୦୦ ସାଧାରଣ ଶଯ୍ୟା ସହ ୪୫ ଆଇସିୟୁ...

ଇଡି କାର୍ଯ୍ୟାଳୟରେ ଡାକ୍ତରୀ ଟିମ୍‌

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ବୁଧବାର ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି କ୍ୟାପିଟାଲ ହସ୍ପିଟାଲର ଡାକ୍ତରୀ ଟିମ୍‌।ଏହି ଟିମ୍‌ ଆସିଥିବାରୁ ଲେଡି ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗ୍‌ ମାମଲାରେ କାହାକୁ ଗିରଫ...

ଦୁର୍ଘଟଣାରେ ୨ ଛାତ୍ରଙ୍କ ଜୀବନଗଲା

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଟାଙ୍ଗୁରସାହି ନିକଟରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଠାକୁରମୁଣ୍ଡା...

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ...

Advertisement
Archives

Model This Week