ଗଞ୍ଜାମ ଜିଲାରୁ କନ୍ଧମାଳକୁ ଅବାଧ ପ୍ରବେଶ କରୁଛନ୍ତି ମାଛ ବେପାରୀ

ରାଇକିଆ,୨୧।୭(ଡି.ଏନ୍‌.ଏ.): ଗଞ୍ଜାମରୁ କନ୍ଧମାଳ ଜିଲାକୁ ଆସିବା ପାଇଁ କଟକଣା ଜାରି କରାଯାଇଛି । ଗଞ୍ଜାମ ଜିଲାରେ କରୋନାସ୍ଥିତି ସଙ୍ଗୀନ ଥିବାରୁ ଜିଲାବାସୀଙ୍କୁ ଜରୁରୀ କାରଣ ନ ଥିଲେ କନ୍ଧମାଳକୁ ପ୍ରବେଶ ପାଇଁ ବାରଣ କରାଯାଇଛି । ତଥାପି ଲୁଚି ଛୁପି ମାଛ ବେପାରୀମାନେ ଜିଲା ଭିତରକୁ ପ୍ରବେଶକରି ମାଛ ବ୍ୟବସାୟ କରୁଛନ୍ତି । ମଙ୍ଗଳବାର ରାଇକିଆ ବ୍ଲକର କରଡା, ଇନ୍ଦ୍ରଗଡ, ରଣବା ରାସ୍ତାଦେଇ କିଛି ବ୍ୟବସାୟୀ ଆସୁଥିବା ବେଳେ ଗମାଣ୍ଡି ଠାରେ କେତେଜଣ ଯୁବକ ତାଙ୍କୁ ଅଟକାଇବା ସହ ଗଞ୍ଜାମରୁ ଆସିଥିବା ଜାଣି ଫେରାଇ ଦେଇଥିଲେ। ଗଳା ବାଟଦେଇ ଯେପରି କେହି ନ ଆସିବେ ସେ ଦିଗରେ ପ୍ରଶାସନ ପଦକ୍ଷେପ ନେବାକୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଜୀଉଙ୍କ ଓଢ଼ଣ ଲାଗି ବେଶ

ଖଣ୍ଡପଡା,୩।୧୨(ସ୍ବ.ପ୍ର.)-ସୋମବାର ଓଢଣ ଷଷ୍ଠୀ ତିଥି ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ଓଢଣ ଲାଗି ବେଶ ଆରମ୍ଭ ହୋଇଛି । ମନୁଷ୍ୟ ଶୀତ ଦାଉରୁ ରକ୍ଷାପାଇବା ପାଇଁ...

୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି...

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ...

ସିମ୍ପାଜିର ସାନିଟାଇଜେଶନକୁ ନେଇ ଆସିଲା ଅଭିଯୋଗ!

ବ୍ୟାକଂକ,୧୮।୪: ସାରା ବିଶ୍ୱକୁ କରୋନା ଭାଇରସ ସଂକ୍ରମଣ ହେବା ଫଳରେ ପ୍ରାୟ ସବୁଦିନ କିଛି ନା କିଛି ଦୁଃଖଦ ଖବର ସାମ୍ନାକୁ ଆସୁଛି। ତେବେ କରୋନାଠାରୁ...

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର...

ଭାକ୍ସିନ୍‌ ଷ୍ଟକ୍‌ ସମ୍ପର୍କରେ ନ ଜାଣି ଡବ୍ଲୁଏଚ୍‌ଓର ମାର୍ଗଦର୍ଶିକାକୁ ଅଣଦେଖା କରି ଟିକାଦାନ ଅଭିଯାନ କରିଛନ୍ତି ସରକାର: ସେରମ ଇନଷ୍ଟିଚ୍ୟୁଟ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଅପରପକ୍ଷରେ କେନ୍ଦ୍ର...

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି

ଜୁନାଗଡ,୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କଳିଆକୁଣ୍ଡଲ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍‌ସି) କୋଠାରେ ରହୁଥିବା ଜଣେ ପ୍ରବାସୀଙ୍କ ମୋବାଇଲ, ଘଣ୍ଟା ଓ ଜିନ୍ସ ପାଣ୍ଟ ଚୋରି ହୋଇଛି।...

ଡାକ୍ତରଙ୍କ ପରିବାର ଲୋକଙ୍କୁ ଦିଆଯାଉ କୋଭିଡ୍‌ ଟିକା

କଟକ ଅଫିସ, ୧୬ା୫: ପରିବାରଲୋକଙ୍କୁ କୋଭିଡ୍‌-୧୯ ଟିକା ଦେବା ପାଇଁ ଜୁନିୟର ଡାକ୍ତର ସଂଘ ପକ୍ଷରୁ ଶନିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement
Archives

Model This Week