ଗଞ୍ଜାମ ଜିଲାରେ ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ

ଛତ୍ରପୁର,୫ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ କୋଭିଡ୍‌ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ରେ ପହଞ୍ଚତ୍ଛି। ଅପରପକ୍ଷେ ଶୁକ୍ରବାର ଜିଲାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩’କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ଜିଲାରେ ୫୩୩ଜଣଙ୍କ ଠାରେ କରୋନା ପଜିଟିଭ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

ଶତପ୍ରତିଶତ ପରୀକ୍ଷା ଫଳ ଉପରେ ଗୁରୁତ୍ୱ: କେନ୍ଦ୍ରୀୟ ବିଦ୍ୟାଳୟ…

ଭଞ୍ଜନଗର,୧୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପରିଚାଳନା କମିଟି ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା କଲେଜ ପରିଚାଳନା...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri