ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଛତ୍ରପୁର, ୧୮।୬(ଡି.ଏନ୍‌.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଧନ୍ୟବାଦ ଜଣାଇଛନ୍ତି। ରଥଯାତ୍ରାରେ କେହି ସାମିଲ ନ ହେବାକୁ ଜନସାଧାରଣଙ୍କୁ ସେ ଅନୁରୋଧ କରିଛନ୍ତି। ପୂର୍ବରୁ ଜିଲାରେ ତାରାତାରିଣୀ ଯାତ୍ରା ବନ୍ଦ ରହିଥିଲା। ସେତେବେଳେ ଯେମିତି ଜନସାଧାରଣ ସହଯୋଗ କରିଥିଲେ,ସେଭଳି ରଥଯାତ୍ରା ନ କରିବା ନେଇ ସହଯୋଗ କରନ୍ତୁ ବୋଲି ଜ଼ିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri