ଗଞ୍ଜାମ ଜିଲାର ନୂତନ ଡିଆଇପିଆର୍‌ଓଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ଭାବେ ରବି ନାରାୟଣ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୬ରୁ ସେ ଓଡ଼ିଶା ସୂଚନା ସେବାରେ ଯୋଗଦେଇ ପ୍ରଥମେ ଜୟପୁରରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ କୋରାପୁଟ,ଗଞ୍ଜାମ ଜିଲାରେ ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଜୟଦେବ ଭବନ ମ୍ୟାନେଜର ଏବଂ ପରେ ସୂଚନା ଓ ଲୋକସମ୍ପର୍କ ବିଭାଗରେ ପ୍ରଦର୍ଶନୀ ସଂଗଠକ ଭାବେ ଦାୟିତ୍ୱ ସମ୍ପାଦନ କରିଥିଲେ। ବ୍ରହ୍ମପୁର ଉପଖଣ୍ଡ ଲୋକସମ୍ପର୍କ ଅଧିକାରୀ ଭାବେ ମଧ୍ୟ କାର୍ଯ୍ୟ ସଂପାଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri