ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ପୋଲିସ ଖୋଳ ତାଡ଼ ଆରମ୍ଭ କରିବା ସହ ଶୁକ୍ରବାର ବିଳମ୍ବିତ ରାତିରେ ଅତର୍କିତ ଚଢ଼ାଉ କରି ୪୫ ପ୍ୟାକେଟ ଦେଶୀ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଜେଶ ଦାସ ଓ ଶିବ ଗୌଡ଼ l ଏ ନେଇ ଥାନାରେ ଏକ ମାମଲା (ନଂ. ୫୨/୨୦)ରୁଜୁ ହୋଇଥିବା ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri