ଗଞ୍ଜାମ ପୋଲିସର ଅଭିନବ ପ୍ରୟାସ: କରୋନା ସଚେତନତା ଗୀତ ଗାଇଲେ ରମ୍ଭା ଥାନାଧିକାରୀ

ଛତ୍ରପୁର, ୨୬।୪(ଡି.ଏନ୍‌.ଏ.)-କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ପୋଲିସ ଜ଼ିଲା ପକ୍ଷରୁ ଲୋକଙ୍କୁ ସଚେତନତା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି। ‘ଆସ ଆମେ କରୋନାକୁ ଦୁରେଇ ଦେବା’ ଶୀର୍ଷକ ଏକ ସଚେତନତା ଗୀତ ରଚନା ସହ ନିଜେ ଗୀତକୁ ରମ୍ଭା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀ ଗାଇଛନ୍ତି । ଉକ୍ତ ଗୀତରେ କରୋନାର ଭୟାବହତା, ନିଜକୁ ଓ ନିଜ ପରିବାର କୁ ସୁରକ୍ଷିତ ରଖିବା, ଘରେ ରହିବା, ମାସ୍କ ପିନ୍ଧବା, ସାମାଜିକ ଦୂରତ୍ୱ ରକ୍ଷା କରିବା ସମ୍ପର୍କରେ କୁହାଯାଇଛି। ଲୋକଙ୍କୁ ସଚେତନ ରହିବାକୁ ନିବେଦନ ପାଇଁ ରମ୍ଭା ଥାନା ଅଧିକାରୀ ଙ୍କ ଗୀତ ଦ୍ୱାରା ପ୍ରୟାସ କରାଯାଇଥିବା ବୋଲି ଗଞ୍ଜାମ ଏସପି ବ୍ରିଜେଶ କୁମାର ରୟ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri