ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍‌ର ବ୍ୟବସ୍ଥା କରିଛି। ହଲାଦିଅପଦରରୁ ସହର ମଧ୍ୟକୁ ଚଳାଚଳ କରୁଥିବା ୧୦ ସ୍ବତନ୍ତ୍ର ସିଟି ବସକୁ ଚାରୋଟି ରୁଟରେ ବର୍ଦ୍ଧିତ କରିଛି। ସେହିପରି ଭଞ୍ଜନଗର, ଫୁଲବାଣୀ, କଟକ, ଗଜପତି ରୁଟରେ ୧୬ଟି ସ୍ବତନ୍ତ୍ର ଓଏସଆରଟିସି ବସ୍‌ ସମେତ ବିଭିନ୍ନ ରୁଟରେ ଓଏସଆରଟିସିର ୪୬ଟି ବସ୍‌ ବୁଧବାରରୁ ଚଳାଚଳ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri