ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର ମୁକାବିଲା ତଥା ଯାତ୍ରୀଙ୍କ ସୁବିଧା ପାଇଁ ସୱତନ୍ତ୍ର ବସ୍‌ର ବ୍ୟବସ୍ଥା କରିଛି। ହଲାଦିଅପଦରରୁ ସହର ମଧ୍ୟକୁ ଚଳାଚଳ କରୁଥିବା ୧୦ ସ୍ବତନ୍ତ୍ର ସିଟି ବସକୁ ଚାରୋଟି ରୁଟରେ ବର୍ଦ୍ଧିତ କରିଛି। ସେହିପରି ଭଞ୍ଜନଗର, ଫୁଲବାଣୀ, କଟକ, ଗଜପତି ରୁଟରେ ୧୬ଟି ସ୍ବତନ୍ତ୍ର ଓଏସଆରଟିସି ବସ୍‌ ସମେତ ବିଭିନ୍ନ ରୁଟରେ ଓଏସଆରଟିସିର ୪୬ଟି ବସ୍‌ ବୁଧବାରରୁ ଚଳାଚଳ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରୁ ୧୧୩ ପଜିଟିଭ୍‌ ଚିହ୍ନଟ, ୨୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ହ୍ରଦ ସୁରକ୍ଷାଦାତା ଅରୁଣ

ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୫ା୧୧: ଗଞ୍ଜାମ ଜିଲା କୁକୁ ବ୍ଲକ ଅନନ୍ତେଇ ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଶୁକ୍ରବାର ସକାଳେ ଦୁର୍ବୃତ୍ତମାନେ ଅତି ବିଭତ୍ସ ଭାବେ ହତ୍ୟା କରିଛନ୍ତି।...

ବିଧାନସଭାରେ ପାରିତ ହେଲା ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ବିଧାନସଭାରେ ଓଡ଼ିଶା ଲୋକାୟୁକ୍ତ ସଂଶୋଧନ ବିଲ୍‌ ପାରିତ ହୋଇଛି। ବିରୋଧୀଙ୍କ ହୋହଲ୍ଲା ଭିତରେ ବିଲ୍‌ ପାରିତ ହୋଇଥିବା ଜଣାପଡ଼ିଛି। ପୂର୍ବରୁ ଲୋକାୟୁକ୍ତରେ ନିଯୁକ୍ତି ପାଇଥିବା...

ବିନା ପାସ୍‌ରେ ଗଡ଼ିବନି ଗାଡ଼ି: ପାସ୍‌ ପାଇଁ ଥାନାରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି...

କୋଳିମାଟିରେ ନିଆରା ହୋଲି: ଅବିର, ହଳଦୀ ପାଣିରେ ରଙ୍ଗ ଖେଳିଲେ ଅଞ୍ଚଳବାସୀ

କୋଳିମାଟି, ୧୦ା୩( ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର କୋଳିମାଟି ଅଞ୍ଚଳରେ ଛୋଟ ପିଲାଠାରୁ ଆରମ୍ଭ କରି ସମସ୍ତ ଲୋକେ ହୋଲିକୁ ଧୁମଧାମରେ ପାଳନ କରିଛନ୍ତି। କରୋନା ଭାଇରସ...

ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ

କଟକ ଅଫିସ, ୧୦ା୯:ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ...

ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ...

Advertisement
Archives

Model This Week