ଗଞ୍ଜାମ ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ ୩୨୧୨ ପ୍ରବାସୀ: ଘରକୁ ଫେରିଲେଣି ୨୬୦୨

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ୧୩୦ କାରାଣ୍ଟାଇନ ସେଣ୍ଟରରୁ ୯୩ଟି କାର୍ଯ୍ୟକ୍ଷମ ହୋଇଛି l ବ୍ଲକର ୩୨୧୨ ପ୍ରବାସୀ କାରାଣ୍ଟାଇନରେ ଭର୍ତ୍ତି ହୋଇଥିଲେ l ସେଥିରୁ ୨୬୦୨ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୬୧୦ ପ୍ରବାସୀ ସଂଗରୋଧ ଗୃହରେ ଅଛନ୍ତି l ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ତରଫରୁ କାରାଣ୍ଟାଇନରେ ଥିବା ପ୍ରବାସୀଙ୍କୁ ଏକ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି l ପରବର୍ତ୍ତୀ ସମୟରେ ଆଉ ଏକ ହଜାର ପ୍ରଦାନ କରାଯିବ ବୋଲି ବିଡିଓ ଜ୍ୟୋତି ଶଙ୍କର ରାୟ ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ ଅବଧି ୭ ଦିନରୁ ୧୪ଦିନ ବୃଦ୍ଧି ହୋଇଥିବା ସେ କହିଛନ୍ତି। ଏଥିସହିତ ଆଉ ୭ ଦିନ ହୋମ କାରାଣ୍ଟାଇନରେ ରହିବେ l ଏଥିରେ ବ୍ୟତିକ୍ରମ ହେଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ବିଡିଓ ରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି l ଗଞ୍ଜାମ ଜିଲାରେ କରୋନା ସ୍ଥିତି ସଙ୍ଗିନ ଥିବା ହେତୁ ଶନି ଓ ରବିବାର ସକାଳ ୭ରୁ ସା ୭ ପର୍ଯ୍ୟନ୍ତ ସଟ୍‌ଡାଉନ ଘୋଷଣା କରାଯାଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri