ଗଞ୍ଜାମ ବ୍ଲକ କୁ ମୁସଲମାନ ପଶିଆସିଥିବା ଆଶଙ୍କା:ସୂଚନା ପାଇଲେ ପ୍ରଶାସନ କୁ ଜଣାଇବା ପାଇଁ ଅନୁରୋଧ

ଗଞ୍ଜାମ ୪ ।୪(ଡିଏନଏ )ଗତ କାଲି ଅର୍ଥାତ ଶୁକ୍ରବାର ବିଳମ୍ବିତ ରାତିରେ କିଛି ମୁସଲମାନ ସମ୍ପ୍ରଦାୟ ବ୍ୟକ୍ତି ଗଞ୍ଜାମ ବ୍ଲକ ଅଂଚଳ କୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି l ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ ଓ ଜନ ସାଧାରଣ ଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି l ଏହି ମୁସଲମାନ ମାନେ ତାଙ୍କ ସମ୍ପର୍କକିୟ ମାନଙ୍କ ଘରେ ଥିବା ଅନୁମାନ କରୁଛି ପ୍ରଶାସନ l ତେଣୁ ଭୟ ନ କରି ପ୍ରଶାସନ କୁ ସହଯୋଗ କରିବାକୁ ପତ୍ର ମାଧ୍ୟମରେ ନେବେଦନ କରିଯାଇଛି l ଏଥିସହିତ କୌଣସି ବ୍ୟକ୍ତି ସନ୍ଧାନ ପାଇଲେ ପ୍ରଶାସନ କୁ ଜଣାନ୍ତୁ ବୋଲି ଉଲେଖ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ଲଜ୍ଜା: ଶୋଇଥିବା ବେଳେ ଉଠାଇନେଇ ୮ ବର୍ଷର ନାବାଳିକାଙ୍କୁ ବଳାତ୍କାର, ମୃତ ଭାବି ଅଳିଆ ଗଦାରେ ଫିଙ୍ଗିଲେ

ଅନୁଗୋଳ ଅଫିସ,୨୧।୭: ଅନୁଗୋଳ ଥାନା ଅଞ୍ଚଳରେ ଜନୈକ ୮ ବର୍ଷର ନାବାଳିକାଙ୍କୁ ଶନିବାର ରାତିରେ ବଳାତ୍କାର ହୋଇଥିବା ସୂଚନା ମିଳିଛି। ତେବେ ଦୁର୍ବୃତ୍ତ ତାଙ୍କୁ ମୃତ...

ନିୟମ ଭାଙ୍ଗିଲେ ଡିଏଲ୍‌ ରଦ୍ଦ

ଭୁବନେଶ୍ୱର, ୨୬।୮: ରାଜ୍ୟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଏବେ ଆଉ ନିସ୍ତାର ନାହିଁ। ପ୍ରଥମଥର ପାଇଁ ନିୟମ ଉଲ୍ଲଂଘନ କରିଥିଲେ ମଧ୍ୟ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ...

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ...

ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ

କପ୍ତିପଦା,୧୫ା୧୦(ଡି.ଏନ୍‌.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି।...

ସିଲ୍‌ ହେଲା ବିଶାଲ ମେଗା ମାର୍ଟ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ...

ଆଜି ରାଜ୍ୟରେ ୩୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୩୧୦୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

ସତର୍କ ରହିଲେ ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବ

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ...

ସ୍ବାସ୍ଥ୍ୟସେବା ସୁପରିଚାଳନା: ଡିପିଏମଙ୍କୁ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କ ପ୍ରଶଂସାପତ୍ର

  ଛତ୍ରପୁର,୨୮।୫(ଡିଏନଏ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ସୁପରିଚାଳନା ପାଇଁ ମିଶନ ଜିଲା କାର୍ଯ୍ୟକ୍ରମ ଅଧିକାରୀ (ଡିପିଏମ) ଶ୍ୟାମସୁନ୍ଦର ତ୍ରିପାଠୀଙ୍କୁ...

Advertisement


Archives

Model This Week