ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍‌ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍‌ଡାଉନ ମଧ୍ୟ ଘୋଷଣା କରିସାରିଛନ୍ତି। ଗୋଷ୍ଠୀ ହୋଇ ନ ରହିବା ପାଇଁ ପ୍ରଶାସନ ପକ୍ଷରୁ ତାଗିଦ୍‌ କରାଯାଉଛି। ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଆହ୍ବାନ ଦେଉଛନ୍ତି ଜିଲାପାଳ l ଏହା ସତ୍ତ୍ୱେ ବୁଧବାର ସକାଳୁ ଗଞ୍ଜାମ ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି l ଏନ୍‌ଏସି ପ୍ରଶାସନ ପ୍ରତିଦିନ ସହର ମଧ୍ୟରେ ପଇଁତରା ମାରୁଥିଲେ ମଧ୍ୟ ଏଥିପ୍ରତି ଲୋକଙ୍କ ଖାତିର୍‌ ନାହିଁ। ଏହା ପରେ ମଧ୍ୟ ବଜାରରେ ଲୋକଙ୍କ ଭିଡ଼ କମୁନାହିଁ। ଏ ନେଇ ବିଡିଓ ଜ୍ୟୋତି ଶଙ୍କର ରାୟ କୁହନ୍ତି, ଖୁବ୍‌ଶୀଘ୍ର ଚଢ଼ାଉ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରାମାଡ ଘଟଣାରେ ୩ ଗିରଫ

ପୁରୀ ଅଫିସ,୨୫।୫: ପୁରୀରେ ଛୁରାମାଡ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ବୁଧବାର ପୋଲିସ ଗିରଫ କରିଛି । ସେମାନେ ହେଲେ ଗୋଖା ସାହିର...

କୋଟିଆରେ ଥାନା ଉଦ୍‌ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୨୭।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍‌ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ...

ସରକାରୀ ଯୋଜନାରୁ ବଁଚିତ କୁଟିଆକଁଧ୍‌

ଭବାନୀପାଟଣା, ୧୩ା୫ (ଡି.ଏନ୍‌.ଏ) :  ଓଡ଼ିଶାର ଗୁଟେ ବିରଲ ଜନଜାତି ଭିତରେ କୁଟିଆକଁଧ୍‌ ଅଲଗ୍‌ ଆଏ। ସମତଲ ଆର ପାହାଡ଼ର ତଲି ଅଂଚଲରେ ଇମାନେ ରହାବସା କରସନ୍‌।...

ସରିଲା ଗଣତି, ଡଲଫିନ୍‌ ଦେଖାମିଳିଲାନି

ବାଲେଶ୍ୱର ଅଫିସ,୧୩।୧: ବାଲେଶ୍ୱର ଜିଲାରେ ଡଲଫିନ ଗଣନା ଶେଷ ହୋଇଥିବା ବେଳେ ଚଳିତ ବର୍ଷ ଗୋଟିଏ ବି ଡଲଫିନ୍‌ର ସନ୍ଧାନ ମିଳି ନ ଥିବା ଜିଲା ବନ...

ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍‌ସି

କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ...

୧୦ ଫୁଟ ତଳକୁ ଖସିଲା ଆମ୍ବୁଲାନ୍ସ : ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲିଗୁଡ଼ା,୨୧।୭(ଡି.ଏନ୍‌.ଏ.): ଫୁଲବାଣୀ ଜିଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରୁ ଜଣେ ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସରେ ଜିଲା ଚିକିତ୍ସାଳୟକୁ ନିଆଯାଉଥିବା ସମୟରେ ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ...

ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ, କାରଣ ଅସ୍ପଷ୍ଟ

ଯୋଡ଼ା,୨୨।୫(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବନେଇକଳା ଠାରେ ଜଣେ ନାବାଳିକାଙ୍କ ଆକସ୍ମିକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ସୂତ୍ରରୁ ଜଣାପଡ଼ିଛି ଯେ, ବନେଇକଳା ବସ୍ତିରେ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପା

କୋକସରା,୧୬ା୭(ଡି.ଏନ୍‌.ଏ.): କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଘୁମେରଗୁଡ଼ା ଗାଁରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ। ମାସକ ତଳେ ପ୍ରେମ...

Advertisement
Archives

Model This Week