ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଗହଳି,ରହୁନି ସାମାଜିକ ଦୂରତା

ଗଞ୍ଜାମ, ୨୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିଚାଲିଛ। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି l ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ମାକ୍ସ ଓ ସାମାଜିକ ଦୂରତା ଅବଲମ୍ବନକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କିନ୍ତୁ କିଛି ସ୍ଥାନରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସାଢେ ଦଶଟାରେ ଗଞ୍ଜାମ ଷ୍ଟେଟ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଥିଲା l ଶନି, ରବି ଓ ସୋମବାର ବ୍ୟାଙ୍କ ବନ୍ଦ ଥିବା ଯୋଗୁ ଭିଡ଼ ଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି l ଅନ୍ୟପଟେ ଟଙ୍କା ଜମା ଓ ଉଠାଣ ପାଇଁ ଗୋଟିଏ ମାତ୍ର କାଉଣ୍ଟର ଖୋଲା ଯାଇଥିବା ଯୋଗୁ ଲୋକମାନେ ଲମ୍ବା ଧାଡିରେ ଠିଆ ହେଉଛନ୍ତି l ଏଣୁ ଲୋକଙ୍କ ଭିଡ଼କୁ ଆଖିରେ ରଖି ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ଜନ ସାଧାରଣ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri