ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ ଏହାର ପ୍ରଭାବ ଅଧିକ ରହିଛି। ପ୍ରବାସୀମାନେ ଫେରିବା ପରେ ଜିଲା ପ୍ରଶାସନର ଚିନ୍ତା ବଢିଯାଇଛି l ଏଥିପାଇଁ ସରକାର ସପ୍ତାହରେ ୨ଦିନ ଶନି ଓ ରବିବାର ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏହି ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ ସହରରେ ପଡିଥିବା ଜଣାପଡିଛି। ଦୋକାନ ବଜାର ବନ୍ଦ ଥିବା ବେଳେ ରାସ୍ତାଘାଟ ପୁରା ଶୂନଶାନ ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର...

ଖୋର୍ଦ୍ଧା ସବ୍‌ଡିଭିଜନରେ ପୁଣି ୧୪ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୯।୬ : ଖୋର୍ଦ୍ଧା ସବ୍‌ଡିଭିଜନରେ ମଙ୍ଗଳବାର ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ବୋଲଗଡ ବ୍ଲକରୁ ୭,...

ବେଆଇନ ଟ୍ରକ ପାର୍କିଂବେଳେ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବଡ଼ବିଲ,୧୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟସ୍ଥିତ ଏୟାରଷ୍ଟ୍ରିପ ନିକଟରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁକାମତି ସାହୁ(୭୦)।...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା...

ମୟୁରଭଞ୍ଜରେ ୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଛୁଇଁଲା

ବାରିପଦା ଅଫିସ୍‌,୧୧।୬: ମୟୁରଭଞ୍ଜ ଜିଲାରେ ଗୁରୁବାର ୯ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨କୁ ବୃ୍‌ଦ୍ଧି ପାଇଛି।...

ବିପଦସଙ୍କୁଳ ଅବସ୍ଥାରେ ସୋନପୁର ରାଜପ୍ରାସାଦ

ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍‌ ଖଣ୍ଡ ଖସୁଛି।...

ଡ୍ରେନ୍‌ ଭିତରେ ପାଏନ୍‌ ପାଇପ୍‌, ରୋଗ୍‌ ଆଶଁକା

ମନମୁଣ୍ଡା, ୭।୬ (ଡି.ଏନ.ଏ): ବୌଦ୍ଧ ଜିଲା ମନମୁଣ୍ଡାକେ ବହୁତ ବଛର ହେଲା ପାଇପ୍‌ ପାଏନ୍‌ ଯୁଗାବାର ବେବସ୍‌ତା ହେଇଛେ। ହେଲେ କମ୍‌ ପାଓ୍ବାରର ମୋଟର ଲାଗି...

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *