ଗଞ୍ଜାମ ସୀମା ସିଲ୍‌ ସ୍ଥିତି ପରିଖିଲେ ବାଲିଗୁଡ଼ା ଏସ୍‌ଡିପିଓ

ବାଲିଗୁଡ଼ା,୨୭ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳକୁ ବୁଧବାର ସକାଳେ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ସୀମା ସିଲ୍‌ ସ୍ଥାନ ଡବରିରେ ପହଞ୍ଚି ସ୍ଥିତି ପରଖିଥିଲେ। ସେଠାରେ ନିୟୋଜିତ ସୁରକ୍ଷା କର୍ମଚାରୀଙ୍କ ସହ ଆଲୋଚନା କରିବା ପରେ ଉକ୍ତ ଅଞ୍ଚଳର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରର ସ୍ଥିତି ପରଖିଥିଲେ। ସ୍ଥାନୀୟ ଆଇଆଇସି କୌଶିକ ମାଝିଙ୍କ ସହ ଆଇନଶୃଙ୍ଖଳା ପରିସ୍ଥିତି, କ୍ୱାରାଣ୍ଟାଇନ୍‌ ସେଣ୍ଟର, ଲକ୍‌ଡାଉନ୍‌ ସହ ରାତିରେ ପାଟ୍ରୋଲିଂ ଆଦି ବିଷୟରେ ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ର ଚତୁର୍ଥ ପର୍ଯ୍ୟାୟ ଚାଲିଥିବାବେଳେ ଏବେ ସୁଦ୍ଧା କନ୍ଧମାଳ-ଗଞ୍ଜାମ ସୀମାକୁ ସିଲ୍‌ କରି ରଖାଯାଇଛି। ଜିଲା ପ୍ରଶାସନର ପରବର୍ତ୍ତୀ ଚିଠି ନ ଆସିବା ପର୍ଯ୍ୟନ୍ତ ଏହି ସୀମା ସିଲ୍‌ ଅବ୍ୟାହତ ରହିବ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ...

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର...

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ପରିବେଶ ନ୍ଯାୟ ଜନିତ ସଚେତନତା କାର୍ଯ୍ଯକ୍ରମ, ଗଛ ଲଗାଇ…

ପୁରୁଷୋତ୍ତମପୁର,୩/୧(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସିତାରାମପୁର ଆଗ୍ରାହରମ ପ୍ରାଥମିକ ବିଦ୍ଯାଳୟ ପରିସରରେ ଶନିବାର...

IPL 2026: BCCIର ବଡ଼ ନିର୍ଦ୍ଦେଶ, ଶାହାରୁଖଙ୍କ ଟିମରୁ ବାହାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୩।୧: କୋଲକାତା ନାଇଟ ରାଇଡର୍ସ ଏବଂ IPL 2026 ରୁ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ବାହାର କରିବା ପାଇଁ ଦାବି ମଧ୍ୟରେ, BCCI...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri