Posted inଜାତୀୟ

ଗଞ୍ଜେଇ ଗଛ ନଷ୍ଟ ପାଇଁ ମହିଳା ସଂଗଠନ ଭିଡ଼ିଲା ଅଣ୍ଟା

ଶିମଲା,୧୧।୮: ହିମାଚଳପ୍ରଦେଶର ଏକ ମହିଳା ସଂଗଠନ ଗଞ୍ଜେଇ ଗଛ ନଷ୍ଟ ପାଇଁ ଅଣ୍ଟା ଭିଡ଼ିଛି। ରାମପୁର ଭୁଶହାହର ସ୍ଥିତ ଡାକୋଲାଡ୍‌ ଗାଁରେ ଥିବା ମହିଳା ସଂଗଠନ ଏନେଇ ଗାଁରେ ସଚେତନତା ବାର୍ତ୍ତା ପ୍ରସାର କରିବା ସହିତ ଗାଁର ବିଭିନ୍ନ ସ୍ଥାନରେ ଥିବା ଗଞ୍ଜେଇ ଗଛଗୁଡ଼ିକୁ ନଷ୍ଟ କରୁଛି। ଗଞ୍ଜେଇ ଗଛଗୁଡ଼ିକୁ ଉପାଡ଼ି ମହିଳାମାନେ ନିଆଁ ଲଗାଇ ଜଳାଇ ଦେଉଛନ୍ତି। ମହିଳା ସଂଗଠନର ଏହି କାର୍ଯ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜନୀକାନ୍ତ ଅସୁସ୍ଥ

ହାଇଦ୍ରାବାଦ,୨୫ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଅସୁସ୍ଥ ହୋଇଥିବା ଜଣାପଡିଛି । ଶୁକ୍ରବାର ସକାଳେ ତାଙ୍କୁ ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ...

ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ...

ପ୍ରୟାଗରାଜ ହିଂସା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଘରେ ଚଢିଲା ବୁଲ୍‌ଡୋଜର୍‌

ପ୍ରୟାଗରାଜ,୧୨।୬: ପ୍ରୟାଗରାଜ ହିଂସା ଘଟଣାରେ ଯୋଗୀ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଜାଭେଦ ପମ୍ପଙ୍କ ଘରେ ବୁଲଡୋଜର ଚଢିଛି।...

ହାଇକୋର୍ଟର ଦ୍ୱାରସ୍ଥ ହେଲେ କପିଲ ମିଶ୍ରା

ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ...

ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ...

ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା

ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍‌ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌

ରାୟପୁର,୭।୧୧: ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବିଜାପୁର ଜିଲାର ଜେରେପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚି ଥିବା ଖବର ପାଇ ସିଆର୍‌ପିଏଫ୍‌...

ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌

ନୂଆଦିଲ୍ଲୀ,୨୭।୨: ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଟୁଇଟର୍‌ ଆକାଉଣ୍ଟ ରବିବାର ହ୍ୟାକ ହୋଇଛି। ଆକାଉଣ୍ଟ ହ୍ୟାକ୍‌ କରିବା ପରେ ହ୍ୟାକର୍‌ ‘ସରି’ ଲେଖିଛନ୍ତି। ଏହା...

Advertisement
Archives

Model This Week