ଗଞ୍ଜେଇ ଜବତ, ଜଣେ ଗିରଫ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- ଦାରିଙ୍ଗବାଡ଼ି ପୋଲିସ ଏକ ବାଇକ ସହ ୮କେଜି ୭ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡ଼ା ଥାନା ଗଟଙ୍ଗି ଅଞ୍ଚଳର ପ୍ରତାପ ଦିଗାଳ। ନଂ.୧୦୮/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି। ପ୍ରକାଶ ଯେ, ଏକ ନମ୍ବର ବିହୀନ ବାଇକ୍‌ରେ ପ୍ରତାପ ଗଞ୍ଜେଇ ଧରି ବାଲିଗୁଡ଼ା ଅଞ୍ଚଳରୁ ୫୯ନଂ. ଜାତୀୟରାଜପଥରେ ଦାରିଙ୍ଗବାଡ଼ି ଦେଇ ବ୍ରହ୍ମପୁର ଯାଉଥିଲେ। ସୂଚନା ପାଇ ଦାରିଙ୍ଗବାଡ଼ି ଆଇଆଇସି ମାଝୀ ସଦଳବଳ ଶ୍ରାନିକେତା ଘାଟିରେ ବ୍ଲକିଂ କରି ଯାଞ୍ଚ ବେଳେ ଧରା ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ଧରି ଲଗାଣ ବର୍ଷା: ବୁଡ଼ିଲା ଗଜପତି ଜିଲା

ପାରଳାଖେମୁଣ୍ଡି,୧୩।୧୧: ଗଜପତି ଜିଲାରେ ଦୀର୍ଘ ୪୮ ଘଣ୍ଟା ଧରି ପ୍ରବଳ ବର୍ଷା ଲାଗି ରହିଛି। ଏପରିକି ରାତି ତମାମ ତୁହାକୁ ତୁହା ବର୍ଷା ଜାରି ରହିଛି।...

ଆତ୍ମନିଯୁକ୍ତିର ଆହ୍ବାନ ଦେଇଥିଲେ ଗାନ୍ଧୀ

ଅମିତ କୁମାର ସାମଲ ଅନୁଗୋଳ ଅଫିସ୍‌, ୧୫।୮ – ସ୍ବାଧୀନତାର ୭୪ ବର୍ଷ ଅବସରରେ ସେହି ସଂଗ୍ରାମ ଓ ସଂଗ୍ରାମୀଙ୍କୁ ମନେ ପକାଉଛି ଅନୁଗୋଳର ମାଟି।...

ଘରେ ପଶି ସୁନା,ଟଙ୍କା ଚୋରି

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- ଧରାକୋଟ ଥାନା ଢଉଗଁା କନ୍ଧସାହିର ଶତ୍ରୁଘ୍ନ ନାହାକଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ୮୦ ଗ୍ରାମ ସୁନା ଅଳଙ୍କାର ସହ ୪୨...

ସେନାରେ ଭର୍ତ୍ତି କରିବାକୁ ତାଲିମ ପ୍ରଦାନ : ୨୧୬ ବାଟାଲିୟନର ଅଭିନବ ପ୍ରୟାସ

ନୂଆପଡା ଅଫିସ,୧୧ା୮ ନୂଆପଡା ଭଳି ଉପାନ୍ତ ଜିଲାରେ ମାଓବାଦୀମାନେ ବିଭିନ୍ନ ସମୟରେ ଉପଦ୍ରବ ଚଳାଇଥିବାବେଳେ ଯୁବ ଗୋଷ୍ଠୀଙ୍କୁ ମୁଖ୍ୟ ସୋ୍ରତରେ ସାମିଲ କରିବାକୁ ଏଠାରେ ଅବସ୍ଥାପିତ...

ଆବାସ ଯୋଜନା ବାଟ୍‌ବନା: ପତରା ଜଂଗଲ ପାଲଟିଛେ ଉଜଲିକଁର ଠିକାନା

ବେଲପଡ଼ା,୧୫।୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ଘାଗୁର୍ଲୀ ପଁଚେତ୍‌ ଅଧୀନ ଘଘରା ଗଁାର ବିଧବା ମହିଲା ଉଜଲି ମାଝି। ଗଲା ବଛର ବରଷାରେ ତାକର ପୁରନା...

କୋଲକାତାକୁ ସ୍ଥାନାନ୍ତର ହେବ ଟାଟାସ୍ପଞ୍ଜ ମୁଖ୍ୟ କାର୍ଯ୍ୟାଳୟ

ଯୋଡ଼ା,୨୩।୭(ଡି.ଏନ.ଏ.)-ଖଣିଜ ସମ୍ପଦ ପ୍ରାଚୁର୍ଯ୍ୟରେ ଭରା ଓଡିଶା ରାଜ୍ୟ ଜାତୀୟ ସମ୍ପଦର ମାଲିକାନା ଅନୁଯାୟୀ ଫାଇଦା ମିଳି ନ ଥିବା ବେଳେ ରାଜ୍ୟର ସର୍ବବୃହତ ଟାଟାସ୍ପଞ୍ଜ ଆଇରନ୍‌...

ଖରସ୍ରୋତାରୁ ଭଦ୍ରକକୁ ପାଣିଦେବା ବିବାଦ: ପାଣି ନ ଛାଡ଼ିବାକୁ ଜଳ ସତ୍ୟାଗ୍ରହ

କେନ୍ଦ୍ରାପଡ଼ା ଅଫିସ/ରାଜକନିକା,୭ା୧୨ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣିଦେବା ବିବାଦ ତୀବ୍ର ହେବାରେ ଲାଗିଛି। ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତିର...

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି।  ଏହା...

Advertisement
Archives

Model This Week