ଗଞ୍ଜେଇ ଜବତ, ଜଣେ ଗିରଫ

ଫିରିଙ୍ଗିଆ, ୩୦ା୯-ଗୋଚ୍ଛାପଡା ଥାନା ପୋଲିସ କ୍ରାଣ୍ଡିବାଲି ଛକରେ ଚଢ଼ାଉ କରି ଜଣେ ବାଇକ୍‌ ଚାଳକଙ୍କ ପାଖରୁ ୪୦ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ବାଇକ ଚାଳକ ବାଲନ୍ଦାପଡା ପଞ୍ଚାୟତ ବଟବାହାଲି ଗ୍ରାମର ସଦା ନାୟକଙ୍କୁ ଗିରଫ କରାଯାଇଛି। ଏ ନେଇ ଥାନାରେ ନଂ. ୬୨/୧୯ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏକ ନମ୍ବରବିହୀନ ବାଇକରେ ବସ୍ତା ବାନ୍ଧି ସଦା ଯାଉଥିବା ବେଳେ ପୋଲିସର ସନ୍ଦେହ ହୋଇଥିଲା । କ୍ରାଣ୍ଡିବାଲି ଛକରେ ଉକ୍ତ ବାଇକ୍‌ ଅଟକାଇ ବସ୍ତା ଯାଞ୍ଚ କରାଯିବାରୁ ସେଥିରେ ଗଞ୍ଜେଇ ଥିବା ଜଣା ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri