ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଫୁଲବାଣୀ ସହର ପାଖ ସରୁପଡାର ବାବୁଲା କହଁର, ଗୁଦାରୀ ପଞ୍ଚାୟତ ଗଉଡପଡାର ରଞ୍ଜନ କହଁର। ଭୁବନେଶ୍ୱର ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ ନିକଟରେ ଖବର ପହଞ୍ଚତ୍ଥିଲା। ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓଙ୍କ ନେତୃତ୍ୱରେ ଏକ ଟିମ୍‌ ପୁକେରିମା ସାହିଠାରେ ଯାଞ୍ଚ ଆରମ୍ଭ କରିଥିଲା। ଏକ ବୋଲେରୋ(ଓଡି୦୫ପି-୬୩୭୯)କୁ ଅଟକାଇ ଯାଞ୍ଚବେଳେ ସେଥିରୁ ବ୍ୟାପକ ପରିମାଣର ଗଞ୍ଜେଇ ମିଳିଥିଲା। ନଂ.୬୭/୧୯ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌...

ଭୁବନେଶ୍ୱରରେ ଦ୍ରୁତ ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର, ୧୩।୫(ବ୍ୟୁରୋ):ରାଜ୍ୟରେ କରୋନା ନିୟନ୍ତ୍ରଣାଧୀନ କୁହାଯାଉଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାକୁ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି...

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ...

୨୫ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ...

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୫ ଲୋକ ସଭା, ୩୫ ବିଧାନସଭା ଆସନ ଲାଗି ମତଦାନ ଜାରି; ଜାଣନ୍ତୁ LIVE UPDATES

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେଉଛି। ସକାଳ ୭ଟାରୁ ଏହି ଭୋଟ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ...

ସାବିତ୍ରୀ ରଥ ହେଲେ ହାଇକୋର୍ଟର ନୂଆ ବିଚାରପତି

କଟକ ଅଫିସ,୯।୬: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ...

ଆଜି ରାଜ୍ୟରେ ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୮।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା...

ରାଜଧାନୀରେ ଥମୁନି ଡେଙ୍ଗୁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ...

Advertisement
Archives

Model This Week