ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ପୋଲିସ ଉକ୍ତ ଗାଡ଼ିକୁ ଜବତ କରିଛି। ସେଥିରୁ ୭ ବସ୍ତା ଗଞ୍ଜେଇ ବାହାରି ଥିବା ବେଳେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲେଇ ପ୍ରତି ନିବେଦିତାଙ୍କ ଭଲପାଇବା: ନିଖୋଜ ହୋଇଯିବାରୁ ଗ୍ରହଣ କଲେନି ଖାଦ୍ୟ

ନୟାଗଡ଼ ଅଫିସ,୨୧|୬- ପୋଷା ବିଲେଇ ନିଖୋଜ ହୋଇଯିବାରୁ ଜଣେ ମହିଳା ୭ଦିନ ଧରି ଖାଇ ନ ଥିଲେ। ପରେ ଜଣେ କାମବାଲୀ ଉକ୍ତ ବିଲେଇର ସନ୍ଧାନ...

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ...

ଦୁର୍ଘଟଣାରେ ବାପାର ଜୀବନ ଗଲା, ବର୍ତ୍ତିଗଲେ ୪ ବର୍ଷର ଶିଶୁପୁତ୍ର

ମ.ରାମପୁର,୨୨।୪(ଡଢି.ଏନ.ଏ.) କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍‌ବ ଏକ ଗଛରେ ଗୋଟିଏ ବାଇକ୍‌ (ଓଡି ୦୮ କେ ୮୩୬୬)ର ଧକ୍କା...

ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ଦାବି: ଆସନ୍ତା ୬ରେ ଜିଲା ବନ୍ଦ ଡାକରା

ଓଡ଼ଗାଁ,୧।୩(ସ୍ବ.ପ୍ର.)-୫ ବର୍ଷ ହେଲା ବନ୍ଦ ରହିଥିବା ନୟାଗଡ ଚିନିକଳକୁ କାଯର୍‌ୟକ୍ଷମ କରିବାକୁ ଚିନିକଳ କ୍ରିୟାନୁଷ୍ଠାନ କମିଟି ମାର୍ଚ୍ଚ ୬ ତାରିଖରେ ଜିଲା ବନ୍ଦ ସହିତ ହରତାଳ...

ଜୀବନ୍ତ ମା’ଙ୍କୁ ଆରତି କରି ପୂଜିଲେ

ଜଳେଶ୍ୱର,୧୦।୧୦- ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଦେଉଳି ପଞ୍ଚୁଘଣ୍ଟା ମା’ ମଙ୍ଗଳା ପୂଜୋସତ୍ବ କମିଟି ପକ୍ଷରୁ ଶାରଦୀୟ ପୂଜା ତଥା ଦଶହରା ଅବସରରେ ସୋମବାର ମାତୃପୂଜା...

ଚାଳରେ କୁକୁଡ଼ା ଚଢ଼ିବାକୁ ନେଇ ଗୋଷ୍ଠୀ ସଂଘର୍ଷ: ୮ କୋର୍ଟ ଚାଲାଣ

କୁକୁଡ଼ାଖଣ୍ଡି,୫ା୭(ଡି.ଏନ.ଏ.)- କୁକୁଡ଼ାଖଣ୍ଡି ଦଳିତ ସାହିରେ ଜଣଙ୍କ ଚାଳରେ କୁକୁଡ଼ା ଚଢ଼ିବା ଘଟଣାକୁ ବୁଧବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଆକ୍ରମଣ ପ୍ରତି...

ବଦଳୁଛି ବସ୍ତିର ମାନଚିତ୍ର

ବାଲେଶ୍ୱର ଅଫିସ, ୬।୭-ରାଜ୍ୟ ସରକାରଙ୍କ ‘ମୁକ୍ତା’ ଯୋଜନାରେ ବାଲେଶ୍ୱର ସହରର ବିଭିନ୍ନ ବସ୍ତିରେ ନିର୍ମାଣ ହେବାକୁ ଯାଉଛି ଓଏସ୍‌ଡ଼ି (ଓପନ୍‌ ସ୍ପେଶ୍‌ ଡେଭଲପମେଣ୍ଟ)। ଏହି ପ୍ରକଳ୍ପରେ...

ଗୁଳିମାଡ଼ରେ ସମିତି ସଭ୍ୟାଙ୍କ ସ୍ବାମୀ ମୃତ

ବେଲପଡା, ୨୮ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ବାଗଡୋର ପଞ୍ଚାୟତର ସମିତି ସଭ୍ୟା ବନିତା ବିଶ୍ୱାଳଙ୍କ ସ୍ବାମୀ ଲୋକନାଥ ବିଶ୍ୱାଳ(୪୫) ସୋମବାର ସନ୍ଧ୍ୟାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ...

Advertisement
Archives

Model This Week