ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ

ଆସିକା,୧୮ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍‌ ଓ ଏକ ପିକଅପ୍‌ ଭ୍ୟାନ୍‌ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଇକ୍‌ ଚାଳକ କନ୍ଧମାଳ ଜିଲ୍ଲା ସାରଙ୍ଗଗଡ ଥାନା ମାଗୁଡିଙ୍ଗିଆ ଗ୍ରାମର କଣ୍ଠେଶ୍ୱର ଦିଗାଲ୍‌ ଓ ପିକ୍‌ଅପରେ ଥିବା ଭଞ୍ଜନଗର ଥାନା ରତଙ୍ଗ ଗ୍ରାମର କବି ସ୍ବାଇଁ ଓ ମନୋଜ କୁମାର ନାୟକ। ଅନ୍ୟଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଜବତ ଗଞ୍ଜେଇର ପରିମାଣ ପ୍ରାୟ ୪୫ କେଜି ହେବ। ଏହା କନ୍ଧମାଳ ଜିଲା କଳିଙ୍ଗା ଜଙ୍ଗସନରୁ କୋଦଳାକୁ ଚାଲାଣ ହେଉଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ନଂ.୩୪୧/୨୦ରେ ମାମଲା ରୁଜୁକରି ବୁଧବାର ସକାଳେ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସ୍‌ସିର ନୂଆ ପୋର୍ଟାଲ ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କୁ ମିଳିବ ସମସ୍ତ ତଥ୍ୟ

କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)ର ନୂଆ କମ୍ପ୍ରେନସିଭ୍‌ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍‌ଏମ୍‌ଏସ୍‌) ପୋର୍ଟାଲ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ...

ଘରୋଇକରଣ ପ୍ରୀତି

ଦକ୍ଷିଣ ଓଡ଼ିଶାର ବୃହତ୍ତମ ସହର ବ୍ରହ୍ମପୁର ପୌରସଂସ୍ଥାକୁ ୧୫୨ ବର୍ଷ ପୂରିଛି। ୧୦ ବର୍ଷ ତଳୁ ସରକାରଙ୍କ ପକ୍ଷରୁ ମହାନଗର ନିଗମ ମାନ୍ୟତା ମିଳିଛି। ତେଣୁ...

ଢେଙ୍କାନାଳରୁ ଅଭିଯୁକ୍ତଙ୍କୁ ଆଣି ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୪ା୩ ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନୀଙ୍କ ହତ୍ୟା ଘଟଣାରେ ଢେଙ୍କାନାଳ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଶଙ୍କର ସାହୁଙ୍କୁ ବ୍ରହ୍ମପୁର ଏସ୍‌ଡ଼ିଜେଏମ୍‌ଙ୍କ...

ହରିକୃଷ୍ଣପୁରରେ ଦୋଳପୂର୍ଣିମା, ପାଞ୍ଜିପଢ଼ା

ଶେରଗଡ଼,୧୦ା୩(ଡି.ଏନ.ଏ.)-ଶେରଗଡ଼ ନିକଟସ୍ଥ ହରିକୃଷ୍ଣପୁର ଗ୍ରାମରେ ସୋମବାର ଦୋଳପୂର୍ଣିମା ଓ ପାଞ୍ଜିପଢ଼ା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ରାଧା କୃଷ୍ଣଙ୍କୁ ଦୋଳ ବିମାନରେ ବସାଯାଇ ଗ୍ରାମ...

ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ,...

ଦିଲ୍ଲୀ ପୋଲିସରେ ହାଜର ହେବାକୁ ବର୍ଷାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୭ା୮: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଦିଲ୍ଲୀ ପୋଲିସରେ ୧୫ ଦିନ ମଧ୍ୟରେ ହାଜର ହେବାକୁ ବୁଧବାର ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବର୍ଷା...

dhana gacha - paddy field submerged in water

୫,୨୩୫ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ଭଣ୍ଡାରିପୋଖରୀ, ୧୨।୧୨ (ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ୨୩ ପଞ୍ଚାୟତରେ ଜୱାଦ ପ୍ରଭାବରେ ବର୍ଷା ଯୋଗୁ ମୋଟ ୫,୨୩୫ ହେକ୍ଟର ଜମିରେ ଧାନ ଓ...

ରେଳ ଚଳାଚଳ ଅଢ଼େଇ ଘଣ୍ଟା ବ୍ୟାହତ

କଟକ ଅଫିସ,୧୫।୪: ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୯୧)ରେ ଶୁକ୍ରବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ଅଢ଼େଇ ଘଣ୍ଟା ଧରି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।...

Advertisement
Archives

Model This Week