ଗଠନ ହେବ ସାମାଜିକ ସୁରକ୍ଷା ପାଣ୍ଠି

ନୂଆଦିଲ୍ଲୀ,୧୪ା୬: ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା କରିବା ଲାଗି ଏକ ସାମାଜିକ ସୁରକ୍ଷା ପାଣ୍ଠି ଗଠନ ନିମନ୍ତେ କେନ୍ଦ୍ର ସରକାର ବିଚାର କରୁଛନ୍ତି। କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇଥିବା ଲକ୍ଷ ଲକ୍ଷ ଦାଦନ ଶ୍ରମିକ ଏହାଦ୍ୱାରା ଉପକୃତ ହୋଇପାରିବେ। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟର ଉଚ୍ଚ ଅଧିକାରୀମାନେ ଏନେଇ ଅର୍ଥ ମନ୍ତ୍ରଣାଳୟର ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଏହା ଆଲୋଚନା ପର୍ଯ୍ୟାୟରେ ଥିବାରୁ ପାଣ୍ଠିର ପରିମାଣ କେତେ ହେବ ଜଣାପଡିନାହିଁ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ଲାଗି ଏକ ସ୍ପେଶିଆଲ ପର୍ପୋଜ୍‌ ଭେହିକଲ୍‌ (ଏସ୍‌ପିଭି) ଗଠନ ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଭଦ୍ରକରୁ ଚିହ୍ନଟ ପଜିଟିଭ୍‌ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୨୮।୭: ଭଦ୍ରକ ଜିଲାରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪୯ ଛୁଇଁଛି।...

ଫେମିନା ମିସ ଇଣ୍ଡିଆ ୨୦୨୨ର ମୁକୁଟ ପିନ୍ଧିଲେ କର୍ନାଟକ ସୁନ୍ଦରୀ ସିନି

ମୁମ୍ବାଇ,୪ ।୭: ଚଳିତ ବର୍ଷ ଅର୍ଥାତ୍ ୨୦୨୨ର ଫେମିନା ମିସ୍ ଇଣ୍ଡିଆ ମୁକୁଟ ପିନ୍ଧିଛନ୍ତି କର୍ନାଟକର ସୁ୍‌ନ୍ଦରୀ ସିନି ସେଟ୍ଟି । ଜୁଲାଇ ୩ରେ ମୁମ୍ବାଇର...

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ

ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍‌ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର...

କୁପଓ୍ବାରାରେ ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ, ୨୦ ଦିନରେ ୨୩ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି…

ଶ୍ରୀନଗର, ୨୦।୬ : ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଅପରେଶନ୍‌ ଅଲଆଉଟ୍‌ ଜାରି ରହିଛି। କୁପୱାରା ଏବଂ କୁଲଗାମ ଜିଲାରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିବା...

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି।...

କୋଭିଡ୍‌ କେୟାର ସେଣ୍ଟରରେ ମହିଳା କନ୍‌ଷ୍ଟେବଳଙ୍କୁ ବଳାତ୍କାର

ଜାମସେଦପୁର, ୨୫।୮: ଝାଡ଼ଖଣ୍ଡର ଜାମସେଦପୁରସ୍ଥିତ ସିଦ୍‌ଗୋଡା ପ୍ରଫେଶନାଲ କଲେଜ କୋଭିଡ୍‌ କେୟାର ସେଣ୍ଟରରେ ଡ୍ୟୁଟିରେ ଥିବା ଜଣେ ମହିଳା ପୋଲିସ କନ୍‌ଷ୍ଟେବଳ ବଳାତ୍କାର ଶିକାର ହୋଇଛନ୍ତି।...

କରମା ଡାଳ ବିସର୍ଜନ ବେଳେ ଅଘଟଣ, ୭ ବାଳିକାଙ୍କର ମୃତ୍ୟୁ…

ଲାଟେହାର,୧୮।୯: କରୋନା ଡାଳ ବିସର୍ଜନ ସମୟରେ ଅଘଟଣ ଘଟିଛି। ୭ ବାଳିକାଙ୍କର ପାଣିରେ ବୁଡ଼ି ମୃତ୍ୟୁ ହୋଇଛି। ଝାଡ଼ଖଣ୍ଡର ଲାଟେହାର ଜିଲାର ବାଲୁମାଥ ଅଞ୍ଚଳର ଶେରେଗଡା...

୩୧% ପ୍ରାର୍ଥୀଙ୍କ ନଁ।ରେ ଆପରାଧିକ ମାମଲା

ନୂଆଦିଲ୍ଲୀ, ୨୧ା୧୦: ବିହାର ବିଧାନସଭା ନିର୍ବାଚନ ଲାଗି ୨୮ରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ଗ୍ରହଣ କରାଯିବ। ଏହି ପର୍ଯ୍ୟାୟରେ ପ୍ରାର୍ଥୀ ହୋଇଥିବା ୧,୦୬୪ ଜଣଙ୍କ ମଧ୍ୟରୁ ୩୧%...

Advertisement
Archives

Model This Week