Advertisement

ଗଡ଼କୁଜଙ୍ଗରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ଲାଗି ଜନଶୁଣାଣି

ପାରାଦୀପ/ଏରସମା,୨୦।୧୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ଗଡ଼କୁଜଙ୍ଗଠାରେ ଶୁକ୍ରବାର ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପାଇଁ ମେଗା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ୭୧ ହଜାର କୋଟି ଟଙ୍କାର ଏହି ପ୍ରକଳ୍ପ ପାଇଁ ଚାଲିଥିବା ଏହି ଜନଶୁଣାଣିରେ କେତେକ ଲୋକ ନିଜର ମତ ରଖି ଏହାକୁ ସମର୍ଥନ କରିଥିବା ବେଳେ କେତେକେ ବିରୋଧ କରିଛନ୍ତି। କମ୍ପାନୀ ଯେଉଁ ସୁବିଧା ସୁଯୋଗ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଯୋଗାଇ ଦେବାକୁ ଚାହୁଁଛି ତାହା ଚୁକ୍ତି ମାଧ୍ୟମରେ ପ୍ରତିଶ୍ରୁତି ଦେଲେ ସମର୍ଥନ କରିବେ ବୋଲି ସେମାନେ କହିଛନ୍ତି। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏଥିରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, କମ୍ପାନୀ ପ୍ରତିନିଧି, ୪ ପଞ୍ଚାୟତ ପ୍ରତିନିଧି ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ରମେଶ ଏକ୍କା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଝିଅଙ୍କୁ ଏକୁଟିଆ ଦେଖି ଘରେ ପଶିଗଲେ ଯୁବକ, ତା’ପରେ..

ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୃଙ୍ଗରାଜପଶି ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘରେ ମା’, ଝିଅ ଶୋଇଥିବା ବେଳେ ଜଣେ ଯୁବକ ଘରେ ପଶି...

ବାତ୍ୟା: କ୍ଷୟକ୍ଷତି ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ,୧୧।୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇଛି। ବାତ୍ୟା ବିପଦ ଟଳିଥିଲେ...

ବ୍ୟବସାୟ ଆଳରେ ୩୨ଲକ୍ଷ ଠକେଇ

ବରଗଡ଼ ଅଫିସ୍‌,୪।୧୧: ବ୍ୟବସାୟିକ ପ୍ରଲୋଭନ ଦେଖାଇ ମୁମ୍ବାଇର ଏକ ସଂସ୍ଥା ବରଗଡ଼ର ୪ଜଣଙ୍କଠାରୁ ୩୧ଲକ୍ଷ ୬୬ହଜାର ୩୦୦ଟଙ୍କା ଠକି ନେଇଛି। ଏ ନେଇ ସମ୍ବଲପୁର ସାଇବର...

ଅନୁଗୋଳ ବଜାରରେ କେଟିଏମ୍‌ ଆର୍‌ସି ୧୨୫

ଅନୁଗୋଳ ଅଫିସ, ୧୮।୭ – କେଟିଏମ୍‌ ପକ୍ଷରୁ ନୂଆ ଆର୍‌ସି ୧୨୫ ମଡେଲ ଅନୁଗୋଳ ବଜାର ପ୍ରବେଶ କରିଛି। ଏହି ମଡେଲ ଆର୍‌ସି ୧୬ କେଟିଏମ୍‌...

ପ୍ରଦୀପଙ୍କ ଜାମିନ ଖାରଜ

ବ୍ରହ୍ମପୁର ଅଫିସ,୨ା୩: ଟାଟା ମୋଟର୍ସରେ ଚାକିରି ଦେବା ନଁାରେ ଟଙ୍କା ଠକେଇ ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ...

ଫଳନ୍ତି ଗଛର ମୂଲ୍ୟ ଘୋଷଣା

କୁଜଙ୍ଗ,୨୯ା୧୨(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ପାନବରଜ ଭଙ୍ଗା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ, ଗଛ ଚିହ୍ନଟ ପ୍ରକ୍ରିୟା...

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

Advertisement
Archives

Model This Week