ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ, ମୃର୍ଦ୍ଦଳର ତାଳେତାଳେ ଭକ୍ତଙ୍କ ଗହଳରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ। ଦୂରରୁ ଦେଖିଲେ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିବା ପରି ମନେ ହେଉଛି।

ତେବେ ପ୍ରଥମେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି ରଥରେ ବିଜେ କରିବା ପରେ ଶେଷ ହୋଇଥିଲା ମଦନମୋହନ ବିଜେ ନୀତି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ବଳଭଦ୍ରଙ୍କ ରଥରେ ଛେରାପହଁରା କରିବା ପରେ ପ୍ରଭୁ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ରଥରେ ଛେରାପହଁରା କରିଥିଲେ। ଏହା ପରେ ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଖର୍ଚ୍ଚ ବାହାର କରିବାରେ ବ୍ୟସ୍ତ ନେତା, ନେତ୍ରୀ

ଦେବଗଡ଼, ୨୧ା୨(ଡି.ଏନ୍‌.ଏ.): ଜିଲାର ଏକମାତ୍ର ନିର୍ବାଚନ ମଣ୍ଡଳୀ ଦେବଗଡ଼। ତିନି ବ୍ଲକର ୭୦ପଞ୍ଚାୟତ ଏବଂ ଦେବଗଡ଼ ପୌରପାଳିକାର ୧୧ଟି ୱାର୍ଡକୁ ନେଇ ଗଠିତ ଏହି ନିର୍ବାଚନମଣ୍ଡଳୀ।...

ଅପହରଣ କରି ଶିକ୍ଷୟିତ୍ରୀ ଭଉଣୀଙ୍କୁ ବିବାହ କଲେ ବଡ଼ବାପା ପୁଅ: ବାପା ପ୍ରତିବାଦ କରିବାରୁ କଙ୍ଗାରୁ କୋର୍ଟରେ ଜରିମାନା

ଖୋର୍ଦ୍ଧା ଅଫିସ,୨୨ା୮: ଖୋର୍ଦ୍ଧା ଜିଲା ବାଣପୁର ଥାନାର ହରିଚନ୍ଦନପୁର। ଏଠାରେ ଭାଇ ଭଉଣୀଙ୍କୁ ବିବାହ କରିବା ଘଟଣା ଚର୍ଚ୍ଚାର କାରଣ ପାଲଟିଛି। ଶିକ୍ଷୟିତ୍ରୀ ଭଉଣୀଙ୍କୁ ଅପହରଣ...

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ...

ପିପିଲି ଉପନିର୍ବାଚନକୁ ନେଇ ମତପାର୍ଥକ୍ୟ: ଭାଜପା କହୁଛି ହଁ, କଂଗ୍ରେସର ନା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏବେ ଦେଶ ତଥା ରାଜ୍ୟରେ କରୋନା ପରିସ୍ଥିତି ଜଟିଳ ରହିଛି। ଏଭଳି ସ୍ଥିତିରେ ପିପିଲି ଉପନିର୍ବାଚନ ଘୁଞ୍ଚାଇବାକୁ କଗ୍ରେସ ଦାବି କରିଛି। ଦଳ ନିର୍ବାଚନ...

ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ...

‘ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସବୁ ଓମିକ୍ରନ ଭାରିଆଣ୍ଟ’

ଭୁବନେଶ୍ବର,୨୧।୬: ରାଜ୍ୟରେ କୋଭିଡ ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ...

ରାଜ୍ୟରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ଠାରେ କୌଣସି ଲକ୍ଷଣ ନ ଥିଲା: ବାଗ୍‌ଚୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ତେବେ ଆକ୍ରାନ୍ତ ୧୧୦ ଜଣଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କଠାରୁ କୌଣସି...

ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି: ପଶ୍ଚିମ ଓଡ଼ିଶା ନେତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ଆସନରେ ଗତ ଦୁଇଥର...

Advertisement
Archives

Model This Week