Posted inଜାତୀୟ

ଗଡ଼ ବିଜୟ ପାଇଁ ଭାଜପାର ନୂଆ ରଣନୀତି: ଛୋଟ ସଭାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୧: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋର୍‌ସୋର୍‌ ଆରମ୍ଭ ହୋଇଛି। ଭାଜପା ଚଳିତ ଥର ଗଡ଼ ବିଜୟ ଲକ୍ଷ୍ୟ ନେଇ କେତେକ ନୂଆ ରଣନୀତି ଆପଣେଇଛି। ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାର ସମୟରେ ବଡ଼ ବଡ଼ ସଭା ଅପେକ୍ଷା ଛୋଟ ଛୋଟ ସଭା ଉପରେ ଗୁରୁତ୍ୱାରୋପ କରାଯାଇଛି। ପ୍ରତିଦିନ ଏଭଳି ୨୫୦ ପର୍ଯ୍ୟନ୍ତ ସଭା କରିବାକୁ ଯୋଜନା କରାଯାଇଛି। ଏଭଳି ସଭାରେ ଲୋକସଂଖ୍ୟା ୨ ଶହ ମଧ୍ୟରେ ସୀମିତ ରଖିବାକୁ ପରାମର୍ଶ ଦିଆଯାଇଛି। ମୋଟ ୫ ହଜାର ନିର୍ବାଚନୀ ସଭା କରିବା ଲକ୍ଷ୍ୟ ନେଇ ଭାଜପା ପ୍ରଚାର କାର୍ଯ୍ୟ ଜାରି ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?