Posted inଜାତୀୟ

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି କହିଛନ୍ତି। ଲୋକ ସଭାରେ ବିପକ୍ଷ ଦଳ ସେମାନଙ୍କ ସଦସ୍ୟ ସଂଖ୍ୟାକୁ ଧ୍ୟାନ ନ ଦେଇ ଲୋକଙ୍କ ସମସ୍ୟା ଉପସ୍ଥାପନ କରିବା ଉଚିତ। ସରକାରଙ୍କ ପାଇଁ ବିପକ୍ଷଙ୍କ ଭାବନା ହିଁ ମୂଲ୍ୟବାନ। ତେଣୁ ଶାସକ ଏବଂ ବିରୋଧୀ ପରସ୍ପର ମଧ୍ୟରେ ବାଦ ବିବାଦ ଭୁଲି ନିରପେକ୍ଷ ଭାବେ ଦେଶର ହିତ ଲାଗି କାର୍ଯ୍ୟ କରିବା ଆବଶ୍ୟକ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

କ୍ଷମତା ହସ୍ତାନ୍ତର ଘୋଷଣା କଲେ ସିଦ୍ଦାରାମାୟା , କହିଲେ-ରାହୁଲ ଗାନ୍ଧୀ ଯାହା କହିବେ ମୁଁ ତାହା କରିବି…

ବେଙ୍ଗାଲୁରୁ, ୨୮।୫: କର୍ନାଟକ କଂଗ୍ରେସ ସରକାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା କ୍ଷମତା ହସ୍ତାନ୍ତର ଏବେ ପଥ ପରିଷ୍କାର କରିଛି। ସୂତ୍ର ଅନୁଯାୟୀ, ଦିଲ୍ଲୀରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ଦେଢ ବର୍ଷ ସରକାରରେ ଏତେ ଦେଶ ଉପରେ ଆକ୍ରମଣ କରିଛନ୍ତି ଟ୍ରମ୍ପ, ଜାଣିଲେ ତାଜୁବ ହେବେ…

ଓ଼୍ବାଶିଂଟନ,୨୮।୫: ରାଷ୍ଟ୍ରପତି ହେବା ପରଠାରୁ, ଟ୍ରମ୍ପ ଦେଶଗୁଡ଼ିକର ଏକ ଆଶ୍ଚର୍ଯ୍ୟଜନକ ତାଲିକା ପ୍ରସ୍ତୁତ କରିଛନ୍ତି ଯେଉଁ ଦେଶଗୁଡ଼ିକୁ ସେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି ଏବଂ କିଛି…

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri