Posted inଜାତୀୟ

ଗଣବଳାତ୍କାର ଶିକାର ହେଲେ ନାବାଳିକା

ମୁମ୍ବାଇ,୧୫।୧୧: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ୪୦୦ ଜଣ ଗଣବଳାତ୍କାର କରିଥିବା ଘଟଣା ସାମ୍ନାକୁ ଆସିଛି । ଏବେ ନାବାଳିକା ଜଣଙ୍କ ୨ ମାସର ଗର୍ଭବତୀ ଥିବା ଜଣାପଡିଛି।

ସୂଚନାଯୋଗ୍ୟ, ସମ୍ପୃକ୍ତ ନାବାଳିକାଙ୍କ ମା’ ଦୁଇ ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିଲେ। ତାଙ୍କ ବାପା ୮ ମାସ ତଳେ ଝିଅର ବିବାହ କରିଦେଇଥିଲେ। ବିବାହର କିଛି ଦିନ ପରେ ଶାଶୂଘର ଲୋକେ ତାଙ୍କ ସହ ମାରପିଟ୍‌ କରିଥିଲେ। ପରେ ଯୁବତୀ ଜଣଙ୍କ ବସ୍‌ ଷ୍ଟାଣ୍ଡ୍‌ରେ ଭିକ ମାଗିଥିଲେ। ଏହି ସମୟରେ ସେ ଗଣବଳାତ୍କାରରେ ଶିକାର ହୋଇଥିଲେ।
ସେ ଏ ନେଇ ଅନେକ ଥର ସେ ଥାନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟନୁଷ୍ଠାନ ନେଇ ନ ଥିଲା। ଗତ ସପ୍ତାହରେ ବିଡ ପୋଲିସ ଏ ନେଇ ଚାଇଲ୍ଡ ମ୍ୟାରେଜ ଆକ୍ଟ, ଦୁଷ୍କର୍ମ, ନିର୍ଯାତନା ଏବଂ ପୋସ୍କୋ ଆକ୍ଟ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨ ସପ୍ତାହ ବିଳମ୍ବରେ ଅକ୍ଟୋବର ୮ରେ ଭାରତକୁ ମିଳିବ ରାଫାଲ୍‌

ନୂଆଦିଲ୍ଲୀ,୧୦।୯: ଫ୍ରାନ୍ସର ଯୁଦ୍ଧ ବିମାନ ରାଫାଲ୍‌ ଏବେ ୨ ସପ୍ତାହ ବିଳମ୍ବରେ ଭାରତକୁ ମିଳିବ। ଏହା ଅକ୍ଟୋବର ୮ରେ ଭାରତକୁ ମିଳିବ ବୋଲି ଫ୍ରାନ୍ସ୍‌ କହିଛି।...

୪.୩୫% ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତ

ନୂଆଦିଲ୍ଲୀ,୧୩।୧୦: ସେପ୍ଟେମ୍ବରରେ ଖାଉଟି ମୂଲ୍ୟ ସୂଚୀ ଭିତ୍ତିକ ମୁଦ୍ରାସ୍ଫୀତି (ସିପିଆଇ) ୫ ମାସର ସର୍ବନିମ୍ନ ସ୍ତର ୪.୩୫% ସ୍ତରକୁ ଖସିଛି। ଏହା ଅଗଷ୍ଟରେ ୫.୫୯% ସ୍ତରରେ...

ବିପଦ ସଙ୍କେତ ଉପରେ ଯମୁନା: ୧୦ହଜାର ଲୋକଙ୍କୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୦।୮: ଦିଲ୍ଲୀର ଯମୁନା ନଦୀରେ ମଙ୍ଗଳବାର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହି ହେଉଛି। ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ବେଳେ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଯବାନ ଶହୀଦ

ଜମ୍ମୁ,୧୧।୬: ଜମ୍ମୁ-କଶ୍ମୀର ସୀମାର ପୁଞ୍ଚ ସେକ୍ଟରରେ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯିବାରୁ ଜଣେ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ପାକିସ୍ତାନ କିଛି...

ଦୋକାନ ଖୋଲିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନ ରହିଛି। ଦୋକାନ ବଜାର, ବେପାର ବାଣିଜ୍ୟ, କାମଧନ୍ଦା ସବୁକିଛି ବନ୍ଦ ହୋଇଯାଇଛି।...

ନୀତୀଶ କୁମାରଙ୍କ ତୁଳନା ମୋଦିଙ୍କ ସହ କଲେ ଜିତନ ରାମ

ପାଟନା,୬ ।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହମ୍‌ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜିତନ ରାମ ମାଂଝି ଟୁଇଟ କରି ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବଙ୍କୁ...

ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୦।୪ : କରୋନାର ଦ୍ୱିତୀୟ ଲହର ଦେଶକୁ ଏକ ଝଡ଼ ଭଳି ଆଘାତ ଦେଇଛି। ଏହାଦ୍ୱାରା ଦେଶରେ ସୃଷ୍ଟି ହୋଇଛି ଭୟଙ୍କର ପରିସ୍ଥିତି। କିନ୍ତୁ ଲକ୍‌ଡାଉନକୁ...

ଭାଜପା ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲେ ରାଜ୍ୟପାଳ…

ଶିଂଲ,୨୬।୧୦: ଭାଜପା ସରକାରଙ୍କ ବିରୋଧରେ ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲିକ୍‌ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି ଯେ, ଗୋଆରେ ଦୁର୍ନୀତି ଚରମ...

Advertisement
Archives

Model This Week