ଗଣମାଧ୍ୟମ ପ୍ରତିନିଧିଙ୍କୁ ସାନିଟାଇଜର, ମାସ୍କ କିଟ୍‌ ବାଣ୍ଟିଲେ ଡିଏମ୍‌କେ ମୁଖ୍ୟ

ଚେନ୍ନାଇ,୨୧।୩: ଡରାଉଚି କରୋନା। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ସରକାର କହିଛନ୍ତି। ସାବଧାନତା ଏବଂ ସତର୍କତା ଆମକୁ କରୋନା ଦାଉରୁ ରକ୍ଷା କରିବ ବୋଲି କୁହାଯାଉଛି। ବିଶେଷ ଭାବେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ହାତକୁ ଭଲଭାବେ ଧୋଇବାକୁ କୁହାଯାଉଥିବା ବେଳେ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ନ ବାହାରିବାକୁ କୁହାଯାଉଛି। କିନ୍ତୁ ଜରୁରୀ ସେବା ଯୋଗାଇ ଦେଉଥିବା ଲୋକଙ୍କୁ ବିଶେଷ ସତର୍କ ରହିବାକୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଡିଏମ୍‌କେ ମୁଖ୍ୟ ଏମ୍‌. କେ. ଷ୍ଟାଲିନ ଚେନ୍ନାଇର ଗଣମାଧ୍ୟମ ପ୍ରତିନିଧିଙ୍କୁ ବିଧାନସଭା ବାହାରେ ସାବୁନ, ହ୍ୟାଣ୍ଡ ସାନିଟାଇଜର ଓ ଫେସ୍‌ ମାସ୍କର ଏକ କିଟ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୧ରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୮।୪: ଶିଖ୍‌ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ...

ଶହୀଦଙ୍କୁ ସଲାମ! ଜମ୍ମୁ-କଶ୍ମୀର ପ୍ରଶାସନ ଶହୀଦଙ୍କ ନାମରେ ନାମିତ କରିବେ ୫୭ ସ୍କୁଲ, ସଡ଼କର ନାମ

ଶ୍ରୀନଗର,୩୧ ।୧: ଜମ୍ମ-କଶ୍ମୀର ପ୍ରଶାସନ ଶହୀଦ ଓ ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କୁ ସମ୍ମାନ ଦେବାକୁ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଜମ୍ମୁ-କଶ୍ମୀରରେ ଏବେ ୫୭ ସ୍କୁଲ...

ଟଙ୍କା ବର୍ଷା କରିବା ନାଁରେ ୧୬ ଲକ୍ଷ ଟଙ୍କା ଠକି ନେଲେ ବାବା, ପରେ ଅବସ୍ଥା ହେଲା ଏମିତି

ପୁଣେ,୩୧।୩: ମହାରାଷ୍ଟ୍ରର ପୁଣେ ଜଣେ ଭଣ୍ଡ ବାବାଙ୍କୁ ଗିରଫ କରିଛି ପୋଲିସ। ସମ୍ପୃକ୍ତ ବାବା ଜଣଙ୍କ ଦୁଇ ହଜାର ଟଙ୍କା ବର୍ଷା କରିବା ନାଁରେ ଲୋକଙ୍କଠାରୁ...

ଅମିତ ଶାହାଙ୍କୁ ଏମ୍ସ୍‌ରୁ ମିଳିଲା ଛୁଟି

ନୂଆଦିଲ୍ଲୀ, ୩୧।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୁସ୍ଥ ହୋଇ ୧୨ ଦିନ ପରେ ଏମ୍ସ୍‌ରୁ ଘରକୁ ଫେରିଛନ୍ତି। ଶାହାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ଏବଂ...

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ...

‘ରାହୁଲ କହିଲେ ବାରାଣସୀରୁ ଲଢ଼ିବି’

ଓ୍ବାୟାନାଡ୍‌,୨୨ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଲେ ବାରାଣସୀ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

କରୋନା ସାଜିଛି କଣ୍ଟା: ଧୁରଦାରେ ଅଟକି ରହିଛନ୍ତି ବାହାର ରାଜ୍ୟ ଶ୍ରମିକ

ରାଇସୁଆଁ,୧୫ା୪(ଡି.ଏନ୍‌.ଏ.) : ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧିପାଉଛି। ଏହାକୁ ନେଇ ବହୁ ଦେଶରେ ଲକ୍‌ଡାଉନ୍‌ ଭଳି ନିୟମ ଲାଗୁ ହୋଇଥିବା ବେଳେ...

କଂଗ୍ରେସ ବିନା ବିରୋଧୀ ମେଣ୍ଟ ହୋଇପାରିବ ନାହିଁ: ଜୟରାମ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ବିନା ବିରୋଧୀ ମେଣ୍ଟ ହୋଇପାରିବ ନାହିଁ। କଂଗ୍ରେସକୁ ଛାଡ଼ି ଯେକୌଣସି ମେଣ୍ଟ ବିଫଳ ହେବ। ୨୦୨୪ ସାଧାରଣ ନିର୍ବାଚନ ସମେତ ବିଭିନ୍ନ ରାଜ୍ୟ...

Advertisement
Archives

Model This Week