ଗଣମାଧ୍ୟମ ପ୍ରତିନିଧି ମଧ୍ୟ କରୋନା ଯୋଦ୍ଧା: ପ୍ରକାଶ ଜାଭେଡ୍‌କର

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ସରକାରଙ୍କ ପକ୍ଷରୁ ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଆଦିଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରାଯାଇଥିଲା। ତେବେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ପ୍ରସାର କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ କେହି ମଧ୍ୟ ପ୍ରଶଂସା କରି ନ ଥିଲେ। ସୋମବାର ପ୍ରଥମକରି ଗଣତନ୍ତ୍ରର ଚତୁର୍ଥସ୍ତମ୍ଭକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ, ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ କରୋନା ଯୋଦ୍ଧା। ଦେଶ କରୋନା ସହିତ ଲଢ଼େଇ କରୁଥିବାବେଳେ ଗଣମାଧ୍ୟମ ପ୍ରତିନିଧି ଲୋକଙ୍କୁ ସଚେତନ କରାଇ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରୁଥିବା ସେ କହିଛନ୍ତି। ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧିକାରୀଙ୍କ ସହିତ ସ୍ଥାନୀୟ ଶାସ୍ତ୍ରୀ ଭବନଠାରେ ଆୟୋଜିତ ଏକ ବୈଠକରେ ପ୍ରକାଶ ଜାଭେଡ୍‌କର ଗଣମାଧ୍ୟମ ପ୍ରତିନିଧିଙ୍କ ଉତ୍ସାହ ବଢ଼ାଇବା ପାଇଁ ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri