ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ ମାନସଙ୍କୁ ଏହି ପଦରେ ନିଯୁକ୍ତି ଦେଇଥିଲେ। ଦାୟିତ୍ୱ ନେବା ସହ ମାନସ ସୂଚନା ଓ ଲୋକସମ୍ପର୍କ ବିଭାଗକୁ ଗସ୍ତ କରିଥିଲେ। ସେଠାରେ ବିଭାଗ ପକ୍ଷରୁ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଉକତ୍ଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁ ସମ୍ପାଦକ ଡ. ଲେଲିନ୍‌ ମହାନ୍ତି, ଯୁଗ୍ମ ନିର୍ଦ୍ଦେଶକ ବିପିନ ବିହାରୀ ବାରିକି ଏବଂ ଅନ୍ୟ ଅଧିକାରୀ ମଙ୍ଗରାଜଙ୍କୁ ସାଦର ସ୍ବାଗତ ଜଣାଇଥିଲେ।
ଦାୟିତ୍ୱ ନେବା ପରେ ମାନସ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳ୍ପନା ପ୍ରସୂତ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ ପ୍ରୟୋଗ କରାଯିବ। ସେ ନିଜେ ଏଥିପାଇଁ ଯନତ୍ବାନ ହେବା ସହ ବିଭାଗୀୟ କର୍ମଚାରୀଙ୍କୁ ଯତ୍ନବାନ କରାଇବେ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମ୍ୟ। ସେହିପରି ଆଗାମୀ ଦିନରେ ଲୋକସମ୍ପର୍କ, ଖବରକାଗଜ ସଂସ୍ଥା ଓ ଖବରକାଗଜ ପ୍ରତିନିଧି ଏବଂ ସମସ୍ତ ସରକାରୀ ବିଭାଗ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri