ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ

ନିମାପଡ଼ା ,୨୭ା୨(ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ୧୮୩ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବା ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ବସନ୍ତ କୁମାର ସ୍ବାଇଁ କହିଛନ୍ତି। ଏହି ପରୀକ୍ଷାକେନ୍ଦ୍ରରେ ପରୀକ୍ଷାର୍ଥୀମାନେ ଶାନ୍ତିଶୃଙ୍ଖଳାରେ ପରୀକ୍ଷା ଦେଉଥିବା ଦେଖି ମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ଏହାସହ ମନ୍ତ୍ରୀ ଦାଶ ଶିକ୍ଷକ ସ୍ବାଇଁ ଓ ଅନ୍ୟ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ

ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍‌ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍‌.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା...

ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ

କପ୍ତିପଦା,୧୫ା୧୦(ଡି.ଏନ୍‌.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି।...

ଷ୍ଟାର୍ଟଅପ୍‌ ଏବେ ଷ୍ଟପ୍‌

ଭୁବନେଶ୍ୱର,୧୨।୭: କୋଭିଡ୍‌-୧୯ ସମଗ୍ର ଦେଶରେ ବ୍ୟବସାୟ କରିବା ଢାଞ୍ଚାକୁ ସମ୍ପୂର୍ଣ୍ଣ ଭାବେ ବଦଳାଇ ଦେଇଛି। ଅଧିକାଂଶ ବିଜ୍‌ନେସ୍‌ର ମ୍ୟାନେଜମେଣ୍ଟ ପ୍ରାକ୍ଟିସ୍‌ ପରିବର୍ତ୍ତନ ହୋଇଥିବା ବେଳେ ଅଧାରୁ...

୨.୬ ଲକ୍ଷ ସହାୟତା ଦେଲା ଯୁବ ବିଜେଡି

ଢେଙ୍କାନାଳ ଅଫିସ, ୧୮।୪ – ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସରେ ଢେଙ୍କାନାଳ ଜିଲା ଯୁବ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ...

ତୁମେଶ୍ୱରଙ୍କୁ ମିଳିଲା ଭିନ୍ନକ୍ଷମ ଭତ୍ତା

କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବନ୍ଧପଡାରେ ରହୁଥିବା ଅରକ୍ଷିତ ନାଏକଙ୍କ ମଝିଆ ପୁଅ ତୁମେଶ୍ୱର(୫)। ପାଞ୍ଚବର୍ଷର ହୋଇଥିଲେ...

୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୨।୭ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଓ ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ...

ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ...

ନିଜ ଉଦ୍ୟମରେ ରାସ୍ତା ତିଆରି କଲେ ଅନୁପଗଡବାସୀ

କୋମନା,୧୯।୯(ଡି.ଏନ.ଏ.) ଲୋକଙ୍କ ଗମନାଗମନ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅଧିକାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ସବୁବେଳେ ଫେଲ ମାରୁଛି। ଫଳରେ...

Coronavirus Update

Archives

Model This Week

Why Dharitri