Posted inଜାତୀୟ

ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କ ପରଲୋକ: ଆଇନଷ୍ଟାଇନ୍‌ଙ୍କ ସିଦ୍ଧାନ୍ତକୁ କରିଥିଲେ ଚ୍ୟାଲେଞ୍ଜ୍‌

ପାଟନା,୧୪।୧୧: ଗଣିତଜ୍ଞ ବଶିଷ୍ଠ ନାରାୟଣ ସିଂଙ୍କର ଗୁରୁବାର ପରଲୋକ ଘଟିଛି। ପାଟନାରେ ୭୪ ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି। ଦୀର୍ଘ ୪୦ ବର୍ଷ ଧରି ସେ ମାନସିକ ରୋଗ ସିଜୋଫ୍ରେନିଆରେ ପୀଡ଼ିତ ଥିଲେ। ସେ ଆଇନଷ୍ଟାଇନ୍‌ଙ୍କ ଆପେକ୍ଷିକ ସିଦ୍ଧାନ୍ତକୁ ଚ୍ୟାଲେଞ୍ଜ୍‌ କରିଥିଲେ। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ମାସରେ ତାଣ୍ଡବ ରଚିଛି କରୋନା: ୨୧ ଦିନରେ ୮୩ ହଜାରରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ…

ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ମେ’ ମାସରେ ଦେଶରେ କରୋନା ତାଣ୍ଡବ ରଚି ରେକର୍ଡ କରିଛି। ମେ’ ୧ରୁ ୨୧ ମଧ୍ୟରେ...

୩ ମାସ ପରେ ଦେଶରେ ଦୈନିକ କରୋନା ସଂକ୍ରମଣ ୪ ହଜାର ଟପିଲା

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୪୧...

ଡି କମ୍ପାନୀ ବିଛାଇଛି ଜାଲ୍‌ନୋଟ ଜାଲ

ନୂଆଦିଲ୍ଲୀ,୨ା୬(ଆଇଏଏନ୍‌ଏସ୍‌): କିଛିଦିନର ବ୍ୟବଧାନ ପରେ ଭାରତକୁ ପୁଣି ଆସିବାରେ ଲାଗିଛି ଉଚ୍ଚ ମୂଲ୍ୟର ଭାରତୀୟ ଜାଲ ନୋଟ (ଏଫ୍‌ଆଇସିଏନ୍‌) ଆସିବାରେ ଲାଗିଛି। ଦେଶର ପୂର୍ବାଞ୍ଚଳ ସୀମାରେ...

ଲକ୍ଷ୍ନୌରେ ପହଞ୍ଚିଲେ ମୋଦି

ଲକ୍ଷ୍ନୌ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉତ୍ତରପ୍ରଦେଶ ଗସ୍ତ କରିଛନ୍ତି। ସନ୍ଧ୍ୟାରେ କୁଶୀନଗରରୁ ପ୍ରଧାନମନ୍ତ୍ରୀ ମୋଦି ଲକ୍ଷ୍ନୌ ବିମାନ ବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସେ ସିଧାସଳଖ...

ବିହାର ରାଜନୀତିରେ ନୂଆ ଟୁଇଷ୍ଟ୍‌: ଉପେନ୍ଦ୍ର କୁଶୱାହା କହିଲେ, ‘ଅଲ୍‌ ଇଜ୍‌ ଓ୍ବେଲ୍‌’

ପାଟନା,୯।୬: ବିହାରରେ ରାଜନୈତିକ ହଲ୍‌ଚଲ୍‌ ଦେଖିବାକୁ ମିଳିଛି। ରାଜ୍ୟରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଏଭଳି ଚର୍ଚ୍ଚା ଭିତରେ...

ବିବାହ ଭୋଜିରେ ହୋଇଥିଲା ଜ୍ୟୋତିରାଦିତ୍ୟଙ୍କୁ ଭାଜପାରେ ସାମିଲ କରିବା ଯୋଜନା

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶ ଯୁବ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭାଜପାରେ ସାମିଲ କରିବା ପାଇଁ ଏକ ବିବାହ ଭୋଜିରେ ଯୋଜନା ହୋଇଥିଲା। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ...

ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା  ଏମ୍‌ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି।...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ: ଖଣ୍ଡନ କଲା ପୋଲିସ

ନୂଆଦିଲ୍ଲୀ,୮।୧୨- ଆନ୍ଦୋଳନରତ କୃଷକଙ୍କୁ ଭେଟିବାର ପର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘରେ ନଜରବନ୍ଦୀ ରଖାଯାଇଥିବା ମଙ୍ଗଳବାର ସକାଳେ ଅଭିଯୋଗ ଆଣିଥିଲା ଆମ ଆଦମି...

Advertisement
Archives

Model This Week