ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ବ୍ରଜ କିଶୋର ପ୍ରଧାନ, ଅନୁଗୋଳ ଜିଲାପାଳ ମନୋଜ ମହାନ୍ତି, ଉପଜିଲାପାଳ ତଥା କେନ୍ଦ୍ରୀୟ ପୂଜା କମିଟିର ସଭାପତି ପରେଶ ଚନ୍ଦଅ ନାୟକ, ଅତିରିକ୍ତ ଏସ୍‌ପି ସନ୍ତୋଷ ମିଶ୍ର, ଏସ୍‌ଡିପିଓ ହେମନ୍ତ କୁମାର ପଣ୍ଡା, ନିର୍ବାହୀ ଅଧିକାରୀ ଅତସୀ ପରିଡ଼ା ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବାକୁ ଅତିଥିମାନେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ, ୩୧।୧୦(ଡି.ଏନ.ଏ.)  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଫାଇନାଲ୍‌ ବିଲ୍‌ କରାଇଦେବା ପାଇଁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର...

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ...

ହରିପୁର ଆଶ୍ରମରେ ଶ୍ରାବଣୀ ଉତ୍ସବ

ନୂଆପଡା ଅଫିସ,୧୨ା୮ ବିଶ୍ୱର ଆଦ୍ୟ ଜ୍ଞାନର ଉତ୍ସ ଏବଂ ଋଷିଙ୍କ ଦ୍ୱାରା ସାକ୍ଷାତକୃତ ଈଶ୍ୱରୀୟ ବାଣୀ ଚତୁର୍ବେଦ ପ୍ରଚାର, ପ୍ରସାର ଏବଂ ସ୍ବାଧ୍ୟାୟର ଆଲୋଚନା, ପର୍ଯ୍ୟାଲୋଚନା...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ୭ ଦିନ ଖମାରି ଗାଁ ଶଟ୍‌ଡାଉନ୍‌

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଭୟରେ ଗୁରୁବାର ସ୍ଥାନୀୟ ସରପଞ୍ଚ...

ଜିଲାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

କେନ୍ଦ୍ରାପଡା ଅଫିସ, ୨୭ା୫ : ଆସନ୍ତା ଜୁନ ସୁଦ୍ଧା ଓଡ଼ିଶାରେ ମୌସୁମୀ ବାୟୁ ପ୍ରବାହିତ ହେବ ବୋଲି ପାଣି ବିଭାଗ ପୂର୍ବନୁମାନ କରିଛି। ମାତ୍ର ଏହି...

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍‌ ଜବତ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା...

ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ବିବୁଧେନ୍ଦ୍ରଙ୍କ ପ୍ରତିମୂର୍ତ୍ତି

କଟକ ଅଫିସ,୧୨ା୩: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଘନିଷ୍ଠ ସହଯୋଗୀ, କ୍ରାନ୍ତିକାରୀ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବିବୁଧେନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତି ବାରବାଟୀ ଷ୍ଟାଡିୟମସ୍ଥିତ ବିବୁଧେନ୍ଦ୍ର...

ଆଶା ଆଶଙ୍କାରେ ୧୫୦୦ ବୁଣାକାର

ରସୁଲପୁର,୮ା୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତର ଗୋପାଳପୁର ଗାଁ ବୁଣାକାରବହୁଳ ଗାଁ ଅଟେ। ଏଠାରେ ୧୫୦୦ରୁ ଊର୍ଦ୍ଧ୍ୱ ବୁଣାକାର ବସବାସ କରୁଛନ୍ତି।...

Advertisement
Archives

Model This Week