Posted inଖେଳ

ଗତ ୧୦ ବର୍ଷରେ କ୍ରିକେଟର ବାଦ୍‌ଶାହ ପାଲଟିଛନ୍ତି ‘ବିରାଟ କୋହଲି’

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଗତ ୧୦ ବର୍ଷ ଭିତରେ କ୍ରିକେଟର ବାଦ୍‌ଶାହ ପାଲଟିଯାଇଛନ୍ତି। ଏକଦିବସୀୟ ମ୍ୟାଚରେ ଶତକ ହାସଲ କରିବାରେ ସେ ଏବେ କେବଳ ସଚିନ ତେନ୍ଦୁଲକରଙ୍କଠାରୁ ପଛରେ ରହିଯାଇଛନ୍ତି। ୨୦୧୦ରୁ ୨୦୧୯ ମଧ୍ୟରେ ଏକଦିବସୀୟ କ୍ରିକେଟରେ ଅନେକ ରେକର୍ଡ ଭାଙ୍ଗିଛନ୍ତି ବିରାଟ। ଗତ ୧୦ ବର୍ଷ ମଧ୍ୟରେ ସେ ଏକଦିବସୀୟ କ୍ରିକେଟରେ ୧୧୧୨୫ ରନ୍‌ ସ୍କୋର କରିଛନ୍ତି। ଯାହାକି ଅନ୍ୟ କୌଣସି ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ସର୍ବାଧିକ ସ୍କୋର। ଏହି ସମୟ ମଧ୍ୟରେ ବିରାଟ ୪୭ଟି ଶତକ ଲଗାଇବା ସହ ୫୨ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ସେହିପରି ୨୦୧୦ରୁ ୨୦୧୯ ମଧ୍ୟରେ ସେ ୧୦୩୮ ଚୌକା ଲଗାଇଛନ୍ତି। ୩୫ଥର ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ଏବଂ ୭ଥର ମ୍ୟାନ୍‌ ଅଫ୍‌ ଦ ସିରିଜ୍‌ ପୁରସ୍କାର ପାଇଛନ୍ତି। ଫିଲ୍ଡିଂରେ ମଧ୍ୟ ବିରାଟ ୧୧୭ଟି କ୍ୟାଚ୍‌ ଧରିବାରେ ସକ୍ଷମ ହୋଇଛନ୍ତି। ୧୦ ଭିତରେ ବିଶ୍ୱର କୌଣସି ବ୍ୟାଟ୍ସମ୍ୟାନ୍‌ ଏହି ସମସ୍ତ ଉପଲବ୍ଧି ହାସଲ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri