ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦

ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪ ଘଣ୍ଟାରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେବା ଏହା ପ୍ରଥମ ଘଟଣା ବୋଲି କୁହାଯାଉଛି। ଜନ୍‌ ହପକିନ୍ସ ବିଶ୍ୱବିଦ୍ୟାଳୟର ସୂଚନା ଅନୁଯାୟୀ, ଏବେ ଆମେରିକାରେ କରୋନା ମୃତ୍ୟୁ ସଂଖ୍ୟା ୨୮,୩୨୬ରେ ପହଞ୍ଚିଛି। ଏହାବି ଅନ୍ୟ ଦେଶରେ ମୃତକଙ୍କ ତୁଳନାରେ ସର୍ବାଧିକ ବୋଲି କୁହାଯାଉଛି। ଏହାକୁ ନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଦେଶ ସଙ୍କଟ ଦେଇ ଗତି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ...

କରୋନାର ଦ୍ୱିତୀୟ ଲହର ପରେ ଅଧିକାଂଶ ରାଜ୍ୟ ନିଜେ ଉତ୍ପାଦନ କରୁଛନ୍ତି ଅକ୍ସିଜେନ

ନୂଆଦିଲ୍ଲୀ,୩୧ ।୩: କରୋନା ମହାମାରୀର ଦ୍ୱିତୀୟ ଲହରରେ ଦେଶରେ ଦେଖାଦେଇଥିବା ଅକ୍ସିଜେନ ସଙ୍କଟ ଆଗକୁ ଆଉ ଦେଖାଯାଇ ନ ପାରେ । କାରଣ ଏବେ ଅଧିକାଂଶ...

କରୋନା ଯୋଦ୍ଧାଙ୍କ ମୃତ୍ୟୁ ପରେ ପରିବାରକୁ ୧ କୋଟି ଟଙ୍କାର ଚେକ୍‌ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧।୮: କରୋନା ମହାମାରୀ ପ୍ରତିଦିନ କାହାକୁ ନା କାହାକୁ ତା’ କବଳକୁ ନେଉଛି। ସାରା ବିଶ୍ୱରେ ପ୍ରତିଦିନ କରୋନା ସଂକ୍ରମଣରେ ହଜାର ହଜାର ଲୋକଙ୍କ ଜୀବନ...

୩ ଲକ୍ଷ ନାଟୋ ସୈନ୍ୟଙ୍କୁ ହାଇ ଆଲର୍ଟ, ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା…

ମାଦ୍ରିଦ୍‌, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ

ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ଭଦ୍ରକର ପି.ଏନ୍‌. ଏଜେନ୍ସିି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପି.ଏନ୍‌. ଏଜେନ୍ସିି...

ଯାଜପୁରରେ ୫୪ରେ ପହଞ୍ଚିଲା କରୋନା ପଜିଟିଭ୍‌ଙ୍କ ସଂଖ୍ୟା: ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ,କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବୁଧବାର ସେ ପଜିଟିଭ୍‌ ଜଣାପଡ଼ିବା ପରେ...

ଲିନା ଏଫ୍‌ଟିସି ମୁଖ୍ୟ

ଫେସ୍‌ବୁକ୍‌, ଗୁଗଲ, ଆମାଜନ, ଆପଲ୍‌ ଭଳି ଟେକ୍‌ କମ୍ପାନୀଗୁଡ଼ିକର ପ୍ରମୁଖ ସମାଲୋଚିକା ତଥା ପାକିସ୍ତାନ ବଂଶୋଦ୍ଭବ ଲିନା ଖାନ୍‌(୩୨)ଙ୍କୁ ଆମେରିକା ଫେଡେରାଲ ଟ୍ରେଡ୍‌ କମିଶନ(ଏଫ୍‌ଟିସି)ର ମୁଖ୍ୟ...

୫୦ଦିନ ତାଲାବନ୍ଦ, ମାସେ କୋହଳ

ଲଣ୍ଡନ, ୨୧।୫: କୋଭିଡ୍‌-୧୯ ସଂକ୍ରମଣ ରୋକିବାକୁ ବିଶ୍ୱସ୍ତରରେ ଚାଲିଛି ଗବେଷଣା। ଏନେଇ ନିର୍ଦ୍ଦିଷ୍ଟ କୌଣସି ଔଷଧ ବାହାରି ନ ଥିବାରୁ ସାମାଜିକ ଦୂରତ୍ୱ, ସ୍ବଚ୍ଛତା ବଜାୟକୁ...

Advertisement
Archives

Model This Week