ଗନ୍ଧମାର୍ଦ୍ଦନ ଖଣି ପରିସରରେ ଦୁର୍ଘଟଣା: ଟ୍ରକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

କେନ୍ଦୁଝର,୧୬।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣି ପରିସରରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଗାଡି ଚାଳକ ତଥା ଟ୍ରକ ମାଲିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଟମକା ଅଞ୍ଚଳର ସନାତନ ସାହୁ (୪୫)।
ସୂଚନାଯୋଗ୍ୟ, ସକାଳ ସମୟରେ କଅଁଳାରୁ କାଗଜଖଣି ଯାଉଥିବା ସମୟରେ ଲୁହାପଥର ବୋଝେଇ ଟ୍ରକ ଧାଡିରେ ଛିଡାକରି ସନାତନ ଟ୍ରକରୁ ଓହ୍ଲାଇ ତଳେ ଠିଆ ହୋଇଥିଲେ । ଏହି ସମୟରେ ଆଗରେ ଥିବା ଏକ ଲୋଡର ପଛାଉଥିବା ବେଳେ ତାଙ୍କ ମୁଣ୍ଡରେ ମାଡ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋଡର ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇ ନିଦ୍ଦେର୍ଶ ଦେଇ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳେରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ସହ ଲୋକେ କ୍ଷତିପୂରଣ ଦାବିରେ ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି। ପୋଲିସ ପହଞ୍ଚି ଆଲୋଚନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ୨ ପୃଥକ ମାମଲା: ଯୁବନେତା ବେଣୁମାଧବ ଗିରଫ

ସିମୁଳିଆ, ୧୨।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କାଞ୍ଚପଡ଼ା ପଞ୍ଚାୟତ ଅଧୀନ ଡିଆଁପୁରୁଷୋତ୍ତମପୁର ଗଁାରେ ବୁଧବାର ବିବାହ ଚତୁର୍ଥୀ ଭୋଜି ବେଳେ ଘଟିଥିବା ଗଣ୍ଡଗୋଳ ଘଟଣା...

ସ୍ଥଳଭାଗ ମୁହାଁ ‘ଅମ୍ଫନ୍‌’: ଭୋଗରାଇରେ ଆରମ୍ଭ ହେଲା ବର୍ଷା, ସମୁଦ୍ରକୂଳବାସୀ ଭୟଭୀତ

ଭୋଗରାଇ, ୧୯।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଧିରେ ଧିରେ ସ୍ଥଳଭାଗ ମୁହାଁ ହେଉଛି। ଏହା ପଶ୍ଚିମବଙ୍ଗର ସୁନ୍ଦରବନରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ...

ବର୍ଷା ଆଗମନରେ ଛତୁର ପସରା

କୋଳିମାଟି, ୧୧ା୭-(ଡି.ଏନ.ଏ.)-ବର୍ଷା ଦିନରେ ଆଗମନରେ ପାହାଡ଼ିଆ ଅଞ୍ଚଳରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ସୁନ୍ଦର ହୋଇଥିବାଳେ ଖାଇବାକୁ ମଧ୍ୟ  ସୁଆଦିଆ ହୋଇଥାଏ। ଗାଁରୁ...

ଚଇତି ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୨୦।୪ (ଡି.ଏନ.ଏ.)- ଚଇତି ପୁନେଇ ଆସିଲେ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ଉଲ୍ଲସିତ ହୋଇଉଠନ୍ତି। ଘରେ ଘରେ ଝୋଟି ପଡ଼ିବା ସହ ପିଠାପଣାର ଆସର...

୯ ବର୍ଷରେ ୧୧୪ ଅଙ୍ଗନୱାଡି ଗୃହ ଅସମ୍ପୂର୍ଣ୍ଣ

ଖଇରା,୨୯।୧୦ ଉତ୍କଳବନ୍ଧୁ ପଣ୍ଡା: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ବିଭିନ୍ନ ସମସ୍ୟା ଯୋଗୁ ୯ବର୍ଷ ମଧ୍ୟରେ ୧୧୪ ନୂତନ ଅଙ୍ଗନୱାଡି କେନ୍ଦ୍ର ଗୃହ ଅସମ୍ପୂର୍ଣ୍ଣ...

ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା...

ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ...

ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ

ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍‌) ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement
Archives

Model This Week