ଗନ୍ଧମାର୍ଦ୍ଦନ ପାହାଡରୁ ମାଓବାଦୀ କ୍ୟାମ୍ପ ଠାବ: ବିପୁଳ ମାଓବାଦୀ ସାମଗ୍ରୀ ଜବତ

ଖପ୍ରାଖୋଲ,୫।୧୦: ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡ଼ରେ ଏସ୍‌ଓଜି ପକ୍ଷରୁ ଶନିବାର ସକାଳେ କୋମ୍ବିଂ ଅପରେଶନ କରାଯାଇଥିଲା। ଏହି ସର୍ଚ୍ଚ ଅପରେଶନ ସମୟରେ ଏସ୍‌ଓଜି ପୋଲିସ ମାଓବାଦୀ କ୍ୟାମ୍ପକୁ ଠାବ କରିବା ସହ ସେଠାରୁ ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି। ଅନ୍ୟପଟେ ପୋଲିସ ପହଞ୍ଚିବା ପୂର୍ବରୁ ମାଓବାଦୀମାନେ ଛତ୍ରଭଙ୍ଗ କରି ପଳାଇଥିବା ଜଣାପଡ଼ିଛି। ଅନ୍ୟପଟେ ଘଟଣାସ୍ଥଳରେ ବଲାଙ୍ଗିର ଏସ୍‌ପି ଓ ଖପ୍ରାଖୋଲ ଆଇଆଇସି ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri