Posted inଖେଳ

ଗମ୍ଭୀରଙ୍କ ବିଜୟ ପରେ ଆଫ୍ରିଦି କହିଲେ: ଯାହାର ବୁଦ୍ଧି ନାହିଁ, ଲୋକ ତାଙ୍କୁ ଭୋଟ ଦେଇଛନ୍ତି

ଇସଲମାବାଦ୍‌. ୨୮।୫: କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ସାଧାରଣ ନିର୍ବାଚନରେ ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ଲଢି ବିଜୟ ହାସଲ କରିଛନ୍ତି। ଗମ୍ଭୀରଙ୍କ ଏହି ଜବରଦସ୍ତ ବିଜୟ ପରେ ତାଙ୍କୁ ତାତ୍ସଲ୍ୟ କରିଛନ୍ତି ପୂର୍ବତନ ପାକିସ୍ତାନୀ କ୍ରିକେଟର ସହିଦ ଆଫ୍ରିଦି। ସେ କହିଛନ୍ତି, ଯାହାର ବୁଦ୍ଧି ନାହିଁ ଲୋକ ତାଙ୍କୁ ଭୋଟ ଦେଇଛନ୍ତି। ଜଣେ ବୁଦ୍ଧିହୀନ ଜନସେବା କରିପାରିବେ ନାହିଁ ବୋଲି ସେ ମତ ଦେଇଛନ୍ତି। ସୂଚନଯୋଗ୍ୟ, ପୁଲଓ୍ବାମା ଘଟଣା ପରେ ପାକିସ୍ତାନ ସହ କୌଣସି ସମ୍ପର୍କ ଭାରତ ରଖିବା ଉଚିତ୍‌ ନୁହେଁ ବୋଲି ଗମ୍ଭୀର କହିଥିଲେ। ଏହାର ପ୍ରତିକ୍ରିୟା ରଖି ଆଫ୍ରିଦି କହିଥିଲେ ଗୌତମଙ୍କ କୌଣସି ବୁଦ୍ଧି ଏବଂ ବିବେକ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri