ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍‌ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍‌ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ଗତ ୨୫ ତାରିଖରେ ଦିଲ୍ଲୀର ଜଙ୍ଗପୁରାଠାରେ ସେ ବିନା ଅନୁମତିରେ ର଼୍ୟାଲି କରିଥିଲେ, ଯାହାକି ନିର୍ବାଚନ ଆଚରଣବିଧିକୁ ଉଲ୍ଲଂଘନ କରୁଛି ବୋଲି ନିର୍ବାଚନ କମିଶନ କହିଛନ୍ତି।
ସରକାରର ନୀତିକୁ ସମର୍ଥନ କରିଆସୁଥିବା ଗମ୍ଭୀରଙ୍କୁ ଗତମାସରେ ବରିଷ୍ଠ ଭାଜପା ନେତା ଅରୁଣ ଜେଟ୍‌ଲୀ ସ୍ବାଗତ କରିଥିଲେ। ପୂର୍ବଦିଲ୍ଲୀ ଆସନରୁ ମହୈଶୀ ଗିରିଙ୍କ ପରିବର୍ତ୍ତେ ଗମ୍ଭୀରଙ୍କୁ ଭାଜପା ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଦୁର୍ଘଟଣା: ମିଳିଛି ୨୬୫ ମୃତଦେହ

ଅହମଦାବାଦ,୧୨ା୬: ବିମାନ ଦୁର୍ଘଟଣା ପରେ ଅହମଦାବାଦ ସିଟି ସିଭିଲ ହସ୍ପିଟାଲକୁ ୨୬୫ଟି ମୃତଦେହ ଅଣାଯାଇଥିବା ଡିସିପି କାନନ ଦେଶାଇ ଗୁରୁବାର ଗଣମାଧ୍ୟମକୁ କହିଛନ୍ତି। ବିମାନରେ ଯାତ୍ରୀ...

ବିମାନ କ୍ରାସ: ମୃତକଙ୍କ ହେବ ଡିଏନ୍‌ଏ ପରୀକ୍ଷା

ଅହମଦାବାଦ,୧୨ା୬: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିଚୟ ନିଶ୍ଚିତ କରାଇବା ପାଇଁ ସେମାନଙ୍କ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ଗୁଜରାଟର ଜଣେ...

ଦୁର୍ଘଟଣା ପୂର୍ବରୁ ଯାନ୍ତ୍ରୀକ ତ୍ରୁଟି ବିଷୟରେ ସୂଚନା ଦେଇଥିଲେ ଏହି ଯୁବକ, ଭିଡ଼ିଓ ଶେୟାର କରି କହିଥିଲେ, ହେଲେ…

ଅହମଦାବାଦ,୧୨।୬: ଅହମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର କିଛି ମିନିଟ ପରେ ମେଘନଗରରେ ଏୟାର ଇଣ୍ଡିଆର ବିମାନ AI 171 ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଅନେକ...

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଏତେ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ନୂଆଦିଲ୍ଲୀ,୧୨।୬: ଗୁରୁବାର ଗୁଜୁରାଟରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାସ୍ଥଳକୁ ବିଏସଏଫ ଏବଂ ଏନଡିଆରଏଫ ଦଳ ପଠାଯାଇଛି।...

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରଲୋକ, ଝିଅକୁ ଭେଟିବାକୁ ଲଣ୍ଡନ ଯାଉଥିବା ବେଳେ ହେଲା ବିମାନ ଦୁର୍ଘଟଣା

ଅହମଦାବାଦ,୧୨।୬: ଗୁରୁବାର ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଗୁଜୁରାଟ ଭାଜପା ସଭାପତି ସି.ଆର. ପାଟିଲ...

ଚକିତ କରୁଛି ବିମାନ ଦୁର୍ଘଟଣାରେ ବଞ୍ଚିଥିବା ଏକମାତ୍ର ବ୍ୟକ୍ତି ଚାଲି ଚାଲି ଯାଉଥିବାର ଭିଡିଓ

ଅହମଦାବାଦ,୧୨।୬: ଗୁରୁବାର (ଜୁନ ୧୨, ୨୦୨୫) ଗୁଜୁରାଟର ଅହମଦାବାଦରେ ଏୟାର ଇଣ୍ଡିଆର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ପ୍ରକାଶିତ ସୂଚନା...

ସିଟ୍‌ ନମ୍ବର 11A, ଖୁବ ଭାଗ୍ୟଶାଳୀ ଏହି ବ୍ୟକ୍ତି!

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ବଞ୍ଚିଯାଇଥିବା ଖବର ଆସିଛି। ଅହମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ‘ପୁଲିସ ସିଟ...

ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ

ଅହମଦାବାଦ,୧୨।୬: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri