Posted inକଟକ

ଗରିବଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ଅରିନ୍ଦମ

କଟକ ଅଫିସ,୩୦।୪: କରୋନାକୁ ନେଇ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗରିବ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଚଳଚ୍ଚିତ୍ର ଅଭିନେତା ତଥା ବିଜେଡି ନେତା ଅରିନ୍ଦମ ରାୟ। କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ୧୯ ନଂ ୱାର୍ଡରେ ରହୁଥିବା ପ୍ରାୟ ୨୫୦ ଅସହାୟ ପରିବାରକୁ ଅରିନ୍ଦମ୍‌ ରାଶନ ସାମଗ୍ରୀ ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ସେକ୍‌ ଗୋରା, ଅବଦୁର୍‌ ରେହମାନ୍‌ ପ୍ରମୁଖ ଉପସ୍ଥିତ ଥିଲେ। ସବୁ ଲୋକ ପୋଲିସ ଓ ପ୍ରଶାସନକୁ ସହଯୋଗ କରିବା ସହ ସୁରକ୍ଷିତ ଭାବେ ଘରେ ରହିବାକୁ ସେ ଅନୁରୋଧ କରିଛନ୍ତି। ସେହିପରି ନିଜ ସକ୍ଷମତା ଅନୁସାରେ ସମସ୍ତେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ମୃତବ୍ୟକ୍ତିଙ୍କ ନମୁନା ପଜିଟିଭ୍‌: ଗ୍ରାମବାସୀ ଭୟଭୀତ

ଚୌଦ୍ୱାର,୨୩।୮(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ୨ନଂ. ୱାର୍ଡ କୁମ୍ଭାରସାହିରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ସାହିପଡ଼ିଶାଙ୍କ ସହାୟତାରେ ତାଙ୍କର ଅନ୍ତିମ ସଂସ୍କାର ସ୍ଥାନୀୟ...

ଡିଜିପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ

କଟକ ଅଫିସ,୧୦ା୨: ଅଭିଯୁକ୍ତମାନେ ଘର ପୋଡ଼ିଲେ, ହତ୍ୟା ଉଦ୍ୟମ କଲେ। ଏଭଳି ଭାବେ ଅଭିଯୋଗ ହେବା ପରେ ପୋଲିସ ୧୦ ମାମଲା ରୁଜୁ କରିଥିଲେ ମଧ୍ୟ...

ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ...

ୱାର୍ଲଡ ସ୍କିଲ୍‌ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର

କଟକ ଅଫିସ,୭ା୫: ଚାଇନାର ସାଙ୍ଘାଇରେ ହେବାକୁ ଥିବା ୱାଲର୍‌ଡ ସ୍କିଲ୍‌-୨୦୨୨ ପ୍ରତିଯୋଗିତାରେ ଭାରତ ପକ୍ଷରୁ ଓଡ଼ିଆ ଯୁବକ ସନ୍ତୋଷ ଓଝା ପ୍ରତିନିଧିତ୍ୱ କରିବେ। ସେ କଟକ...

ଡ୍ରିଲିଂବେଳେ କାନ୍ଥ ଭୁଶୁଡ଼ିଲା: ଶ୍ରମିକ ମୃତ

କଟକ ଅଫିସ,୧୦ା୩: କଟକ ଶଙ୍କରପୁର ଢିଅସାହି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାନ୍ଥ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ନୂଆରାଉସାପାଟଣା ଅଞ୍ଚଳର...

ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍‌ଏ କଟକ ଶାଖା ପକ୍ଷରୁ ଧାରଣା

କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍‌ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ...

ଗାଁଠାରୁ ସହରରେ ସଂକ୍ରମଣ ଅଧିକ

କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ...

ନର୍ସ ନୀହାରିକା ହତ୍ୟା ଘଟଣା : ହତ୍ୟାକାଣ୍ଡ ଘଟିଥିବା କୋଠରି ସିଲ୍‌

କଟକ ଅଫିସ,୩୦ା୯: ନର୍ସ ନୀହାରିକା ପାତ୍ର ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ପ୍ରେମିକ ରାଜା ଓରଫ କିଶୋର ଚନ୍ଦ୍ର ଆଞ୍ଚଲଙ୍କୁ ଗିରଫ କରିଛି। ହେଲେ ଏହି...

Advertisement
Archives

Model This Week