ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଜିଲା ଆଦିବାସୀ ସଂଘ

ଲୋଇସିଂହା,୬ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଦିବାସୀ ସଂଘ ଓ ଗୋଣ୍ଡଓନା ଛାତ୍ର ସଂଘ ମିଳିତ ଆନୁକୂଲ୍ୟରେ ଲୋଇସିଂହା ଓ ହୀରାପୁର ପଞ୍ଚାୟତର ୩୦ ଗରିବ ତଥା ଅସହାୟ ପରିବାର ଲକ୍‌ଡାଉନ୍‌ ଯୋଗୁ ରୋଜଗାର ହରାଇଛନ୍ତି। ସେହି ପରିବାରକୁ ଚିହ୍ନଟ କରି ପନିପରିବା ଓ ଶୁଖିଲା ଖାଦ୍ୟ ରବିବାର ବଣ୍ଟନ କରାଯାଇଥିଲା। ଆଦିବାସୀ ସଂଘ ବ୍ଲକ ସଭାପତି କାହ୍ନୁ ପଧାନ,ବଲାଙ୍ଗୀର ଗୋଣ୍ଡଓନା ଛାତ୍ର ସଂଘ ସଭାପତି ଲଳିତ ପୁଟା,ଉପଦେଷ୍ଟା ରୁକ୍ମଣ ଧରୁଆ ସମେତ ବରିଷ୍ଠ କର୍ତ୍ତା ଗୋପାଳ ପଧାନ, ଗୋବର୍ଦ୍ଧନ ଧରୁଆ,ଚିତ୍ତରଞ୍ଜନ ଭୋଇ, ମହାଦେବ ଭୋଇ,ସାନ ମାଝି,ଲାଲମନ ନାଗ,ଶିଶିର ଧରୁଆ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri