ଗରିବଙ୍କ ପାଇଁ ୧.୭ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ: କରୋନା ଯୋଦ୍ଧାଙ୍କୁ ୫୦ଲକ୍ଷର ମେଡିକାଲ ଇନସ୍ୟୁରାନ୍ସ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଗରିବଙ୍କ ପାଇଁ ୧.୭ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଗରିବ ଓ ପ୍ରବାସୀ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଏହି ଆର୍ଥିକ ପ୍ୟାକେଜ ଦିଆଯିବ। ସେହିପରି କରୋନା ଯୋଦ୍ଧାଙ୍କ ପାଇଁ ସରକାର ୫୦ ଲକ୍ଷ ଟଙ୍କାର ମେଡିକାଲ ଇନସ୍ୟୁରାନ୍ସ ମଧ୍ୟ ଘୋଷଣା କରିଛନ୍ତି। ଏହି ମେଡିକାଲ ଇନସ୍ୟୁରାନ୍ସ ନର୍ସ, ପାରାମେଡିକାଲ ଷ୍ଟାଫ, ଆଶାକର୍ମୀ ଓ ସଫେଇ କର୍ମଚାରୀଙ୍କୁ ମିଳିବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ଦେଶ କରୋନା ଭାଇରସକୁ ଦୂରେଇବାକୁ ଲଢୁଥିବା ବେଳେ ଏମାନେ ଦିନରାତି ଏକ କରି କରୋନା ସଂକ୍ରମିତଙ୍କ ଚିକିତ୍ସା କରୁଛନ୍ତି। ଏପଟେ ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଯିବାରୁ ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଆଇପିଏସ୍‌ ଅଫିସର ହୋଇ ଲୋକଙ୍କୁ ଲୁଟୁଥିବା ଦ୍ୱାଦଶ ଫେଲ୍‌ ଯୁବକ ଗିରଫ

ଜୟପୁର,୧।୬: ଜଣେ ନକଲି ଆଇପିଏସ୍‌ ଅଫିସରଙ୍କୁ ଏସଓଜି ଗିରଫ କରିଛି। ନକଲି ଆଇପିଏସ୍‌ ହୋଇ ଲୋକଙ୍କ ଲୁଟୁଥିବା ଅଭୟ ମୀଣା ଦ୍ୱାଦଶ ଫେଲ ହୋଇଥିଲେ ମଧ୍ୟ...

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ...

ଅପରାଧୀ ବିକିପାରନ୍ତି ନକଲି ଟିକା

ନୂଆଦିଲ୍ଲୀ,୪ା୧୨(ପି.ଟି.):ସାରା ବିଶ୍ୱରେ କୋଭିଡ୍‌ ଟିକା ପାଇଁ ଯେଉଁଭଳି ଆଗ୍ରହ ପ୍ରକାଶ ପାଇଛି, ଏହାର ଫାଇଦା ନେବାକୁ ସଂଗଠିତ ଅପରାଧ ନେଟ୍‌ଓ୍ବର୍କଗୁଡ଼ିକ ଉଦ୍ୟମ କରିପାରନ୍ତି। ସେମାନେ ନକଲି...

୧୦ ଦିନରେ ଆସିବ ୪ ଗୁରୁତ୍ୱପୂର୍ଣ୍ଣ ରାୟ: ନଭେମ୍ବର ୧୭ରେ ରଞ୍ଜନ ଗୋଗୋଇ ନେବେ ଅବସର

ନୂଆଦିଲ୍ଲୀ,୩।୧୧: ଆସନ୍ତା ୧୦ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍‌କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି...

ବିଦ୍ୟୁତ୍‌ ସଙ୍କଟ ପାଇଁ ଭାଜପା ନୁହେଁ, ୬୦ବର୍ଷ ଶାସନକାଳ ଦାୟୀ

ନୂଆଦିଲ୍ଲୀ,୩୦।୪: କଗ୍ରେସର ବରିଷ୍ଠ ନେତା ପି.ଚିଦାମ୍ବରମ ଶନିବାର ଦେଶବ୍ୟାପି କୋଇଲା ସଙ୍କଟ ଉପରେ ପ୍ରତିକ୍ରିୟା ରଖିଛନ୍ତି। ଦେଶରେ ପ୍ରଚୁର ମାତ୍ରାରେ କୋଇଲା ମହଜୁଦ ରହିଛି, ବୃହତ...

ଲଭ୍‌ ଜେହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ: ଆଇନ ହେଲା ଲାଗୁ

ଲକ୍ଷ୍ନୌ,୨୮।୧୧: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ପାରିତ ହୋଇଥିବା ଅଧ୍ୟାଦେଶକୁ ଶନିବାର ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ମଞ୍ଜୁରୀ ମିଳିଛି।...

Advertisement
Archives

Model This Week