Posted inଜାତୀୟ

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା ବ୍ୟୟବହୁଳ ହୋଇଯାଇଛି ଏବଂ ବିଭିନ୍ନ କାରଣରୁ ଏହା ସାଧାରଣ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ସାଧାରଣ ପକ୍ଷ ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟ ଯିବା ସମ୍ଭବ ହୋଇପାରୁ ନ ଥିବା ରାଷ୍ଟ୍ରପତି ରାଜସ୍ଥାନ ହାଇକୋର୍ଟ ନୂଆ ବିଲ୍ଡିଂର ଉଦ୍‌ଘାଟନ ସମାରୋହରେ ଉଦ୍‌ବୋଧନ ଦେଇ କହିଛନ୍ତି। ଏହା ଅତି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ। କାରଣ ସମସ୍ତଙ୍କୁ ନ୍ୟାୟ ପ୍ରଦାନ କରିବା ଲାଗି ଆମେ ସମସ୍ତେ ଉତ୍ତରଦାୟୀ ରହିବା ସମ୍ବିଧାନର ପ୍ରସ୍ତାବନାରେ ଉଲ୍ଲେଖ ରହିଛି। ବ୍ୟୟବହୁଳ ନ୍ୟାୟିକ ପ୍ରକ୍ରିୟାକୁ ନେଇ ମହାତ୍ମା ଗାନ୍ଧୀ ମଧ୍ୟ ଚିନ୍ତାବ୍ୟକ୍ତ କରିଥିଲେ ବୋଲି ରାଷ୍ଟ୍ରପତି କହିଛନ୍ତି। ଯଦି ଆମେ ଗାନ୍ଧିଜୀଙ୍କ ନୀତିକୁ ମନେପକାଇବା ଓ ସମାଜର ସବୁଠୁ ଗରିବ ଓ ଦୁର୍ବଳଙ୍କ କଥା ଭାବିବା ତେବେ ଆମେ ଠିକ୍‌ ମାର୍ଗ ବାହାର କରିପାରିବା ବୋଲି କୋବିନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri