ଗରିବ କଲ୍ୟାଣ ଯୋଜନାରେ ୫୩,୨୪୮ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ କେନ୍ଦ୍ର ସରକାର ଲୋକଙ୍କୁ ୫୩,୨୪୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିତ୍ତୀୟ ସହାୟତା ଭାବେ ୪୨ କୋଟି ଲୋକଙ୍କୁ ଏଭଳି ସହାୟତା ଯୋଗାଇ ଦିଆଯାଇଛି। ପ୍ୟାକେଜରେ ଗରିବଙ୍କୁ ମାଗଣାରେ ଖାଦ୍ୟଶସ୍ୟ, ମହିଳା, ବରିଷ୍ଟ ନାଗରିକ ଏବଂ କୃଷକଙ୍କୁ ନଗଦ ସହାୟତା ଯୋଗାଣ ହୋଇଛି। ଯୋଜନାର କାର୍ଯ୍ୟକାରିତାକୁ କେନ୍ଦ୍ର ଏବଂ ରାଜ୍ୟ ମିଳିତ ଭାବେ ଦେଖୁଛନ୍ତି। ପିଏମ୍‌ କିଶାନ ଯୋଜନାରେ ପ୍ରଥମ ଅଗ୍ରୀମ କିସ୍ତି ଭାବେ ୮.୯ କୋଟି ହିତାଧିକାରୀଙ୍କୁ ୧୬,୩୯୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ୨ଟି କିସ୍ତିରେ ଜନଧନ ଖାତାଧାରୀଙ୍କୁ ୨୦,୩୪୪ କୋଟି ଟଙ୍କା ଦିଆଯାଇଛି। ୨.୮୧ କୋଟି ବରିଷ୍ଠ ନାଗରିକ, ବିଧବା ଏବଂ ଦିବ୍ୟାଙ୍ଗଙ୍କୁ ୨.୮୧ କୋଟି ଟଙ୍କାର ସହାୟତା ଯୋଗାଣ ହୋଇଥିବା ସରକାରଙ୍କ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନରେ ନୀରବ ମୋଦି ମାମଲାର ଶୁଣାଣି ଆଜି

ନୂଆଦିଲ୍ଲୀ,୨୫।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ପ୍ରାୟ ୧୩ ହଜାର କୋଟି ଟଙ୍କା ଠକେଇ କରି ଲଣ୍ଡନ ଜେଲରେ ଥିବା ପଳାତକ ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ମାମଲାର...

ବିକାଶ ବୃଦ୍ଧିରେ ବାଧା ହଟିବ: ଖୁବ୍‌ଶୀଘ୍ର ଘୋଷଣା

ନୂଆଦିଲ୍ଲୀ,୧୨-୮: କେନ୍ଦ୍ର ସରକାର ବିକାଶ ଅଭିବୃଦ୍ଧି ଲାଗି ବିଭିନ୍ନ ଉପାୟ ଚିନ୍ତା କରୁଛନ୍ତି। ଆର୍ଥିକ ବିକାଶ ଆଗେଇବାରେ ଥିବା ସମସ୍ତ ବାଧାକୁ ଚିହ୍ନଟ କରି ଦୂର...

ଜିଏସ୍‌ଟି ଅଡିଟ ରିପୋର୍ଟ ଲାଗି ଜାରି ହେଲା ଫର୍ମ

ନୂଆଦିଲ୍ଲୀ,୧୭-୪: ଆର୍ଥିକ ବର୍ଷ ୨୦୧୭-୧୮ ଲାଗି ୨ କୋଟି ଟଙ୍କାରୁ ଅଧିକ ବାର୍ଷିକ କାରବାର କରୁଥିବା କମ୍ପାନୀଗୁଡ଼ିକୁ ଜିଏସ୍‌ଟି ଅଡିଟ ରିପୋର୍ଟ ଦାଖଲ କରିବାକୁ ହେବ।...

ପେଟ୍ରୋଲ,ଡିଜେଲ ମାର୍କେଟିଂ ନିୟମ ସରଳ ହେଲା

ନୂଆଦିଲ୍ଲୀ,୬।୮: ପେଟ୍ରୋଲ ଏବଂ ଡିଜେଲ ମାର୍କେଟିଂ କ୍ଷେତ୍ରରେ ଅଧିକ ଘରୋଇ କ୍ଷେତ୍ରର ଅଂଶଗ୍ରହଣ ଲାଗି ସରକାର ନିୟମକୁ ସରଳ କରିଥିବା ଜଣାପଡିଛି। ବର୍ତ୍ତମାନ ପେଟ୍ରୋଲ ଏବଂ...

ଏଣିକି ଧମକପୂର୍ଣ୍ଣ ଚିଠି ପଠାଇବ ନାହିଁ ଆୟକର ବିଭାଗ;ରିଟର୍ନରେ ତ୍ରୁଟି ଥିଲେ ବନ୍ଧୁତ୍ୱପୂର୍ଣ୍ଣ ମେସେଜ୍‌ ଆସିବ

ନୂଆଦିଲ୍ଲୀ,୧୯-୮: ଆୟକର ବିଭାଗ ଦେଶରେ ଟିକସ ଆତଙ୍କବାଦ ଚଳାଇଛି ବୋଲି ଉଦ୍ୟୋଗ ଜଗତ ଏବଂ ବ୍ୟକ୍ତିଗତ ଟିକସଦାତା ଅଭିଯୋଗ କରିଆସୁଛନ୍ତି। ସରକାର ଯେତେ ଯାହା କହିଲେ...

ମାଲ୍ୟାଙ୍କୁ ୟୁକେ ହାଇକୋର୍ଟ ଝଟକା

ଲଣ୍ଡନ,୨୬।୫: ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଆଉ ଏକ ଜୋର୍‌ ଝଟକା ଲାଗିଛି। ବ୍ରିଟେନର ଏକ ପାନୀୟ କମ୍ପାନୀ ଡିଆଜିଓକୁ ସେ ୧୩.୫ କୋଟି ଡଲାର...

ପିଏନ୍‌ବି ମହାଦୁର୍ନୀତି;ନୀରବ ମୋଦିଙ୍କ ଭାଇ ବିରୋଧରେ ରେଡକର୍ନର ନୋଟିସ

ନୂଆଦିଲ୍ଲୀ,୧୪-୯: ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ଜଡ଼ିତ ଥିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତ ନୀରବ ମୋଦି...

ନିବେଶକଙ୍କ ଲାଭ ୭.୬୮ ଲକ୍ଷ କୋଟି

ମୁମ୍ବାଇ,୧। ୫: ଗୁରୁବାର ଭାରତୀୟ ପୁଞ୍ଜିବଜାରର ସେନ୍‌ସେକ୍ସ ୯୯୭ ପଏଣ୍ଟ ବଢିଛି। ଗତ ୪ ଦିନ ଧରି ଶେୟାର ବଜାରରେ କାରବାର ଉନ୍ନତ ରହିବାରୁ ନିବେଶକଙ୍କ...

Advertisement
Archives

Model This Week