ଗରିବ ପରିବାରକୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ବିଡିଓ

ଶେରଗଡ଼,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାରଠାରୁ ଗରିବ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବରମୁଣ୍ଡଳୀ ଓ ଧବଲପୁର ପଞ୍ଚାୟତରେ ଏହି ଶୁଖିଲା ଖାଦ୍ୟ ବିଡିଓ ସୁରଞ୍ଜନ କୁମାର ସାହୁ,ସାମାଜିକ ସୁରକ୍ଷା ଅଧିକାରୀ ଭୀମସେନ ବାରିକଙ୍କ ଉପସ୍ଥିତିରେ ବରମୁଣ୍ଡଳୀ ପଞ୍ଚାୟତରେ ବଣ୍ଟନ କରାଯାଇଛି। ସରପଞ୍ଚ କାଳୁ ଚରଣ ସାହୁଙ୍କ ଉପସ୍ଥିତିରେ ଦୁଇ ପରିବାରକୁ ଓ ଧବଲପୁରରେ ସରପଞ୍ଚ ପ୍ରମୋଦ ଚନ୍ଦ୍ର ପ୍ରଧାନ ଉପସ୍ଥିତ ରହି ଦୁଇ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଆନୁକୂଲ୍ୟରେ ଜିଲାର ବିଭିନ୍ନ ପଞ୍ଚାୟତରେ ଗରିବ ପରିବାରର ସଦସ୍ୟମାନଙ୍କୁ ଏହି ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଥିବା ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି।  ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ...

ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନଫର୍ମର ଦର୍ଶାଇ ଜଣଙ୍କୁ ହତ୍ୟା

ଚିତ୍ରକୋଣ୍ଡା,୨୫।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ଦର୍ଶାଇ ଚିତ୍ରକୋଣ୍ଡା ବ୍ଲକ ଯୋଡ଼ାମ୍ବ ଗ୍ରାମ ନିକଟବର୍ତ୍ତୀ ଖଜୁରିଗୁଡ଼ା ଜଙ୍ଗଲର...

ମାଲକାନଗିରିରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୧କୁ ବୃଦ୍ଧି

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପୁଣି ୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ଆକ୍ରାନ୍ତ...

ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବେ ଡିଆଇଜି

ଅନୁଗୋଳ ଅଫିସ, ୩।୭ ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଡ.ସାର୍ଥକ ଷଡ଼ଙ୍ଗୀ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିଛନ୍ତି। ସେ ନ୍ୟୁୟର୍କସ୍ଥିତ...

ଖାଇ ସାରି ଥାଳି ଧୋଉଥିଲେ ହାଇଓ୍ବା ଚାଳକ, ପଛକୁ ବ୍ୟାକ୍‌ କରୁଥିବା ଡିଜେଲ୍‌ ଟ୍ୟାଙ୍କର ଚାପିଦେଲା

ଲଖନପୁର,୧।୫(ଡି.ଏନ୍‌.ଏ.)-ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌(ଏମ୍‌ସିଏଲ୍‌)ଲଖନପୁର ଖୋଲାମୁହଁ କୋଇଲାଖଣିରେ ଦୁର୍ଘଟଣା ଘଟିଛି। ଗୁରୁବାର ରାତି ୭ଟାରେ ଏକ ଡିଜେଲ୍‌ ଟ୍ୟାଙ୍କର ଚାପାରେ ଜଣେ ଠିକା ଶ୍ରମିକଙ୍କ ମୃତ୍ୟ ଘଟିଛି।...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର...

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି।...

Advertisement
Archives

Model This Week