ଭୁବନେଶ୍ୱର,୯।୮(ବ୍ୟୁରୋ):ଲିଙ୍ଗରାଜ ମନ୍ଦିରର ଗର୍ଭଗୃହରେ ଅମିତ୍ ଶାହା ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ବ୍ୟକ୍ତିଙ୍କ ଫେସବୁକରେ ଏହି ଫଟୋ ଅପଲୋଡ ହୋଇଥିବା ଜଣାପଡ଼ିଛି। ମନ୍ଦିର ଭିତରକୁ କ୍ୟାମେରା ଓ ମୋବାଇଲ ଫୋନ ନେବା ଉପରେ କଟକଣା ରହିଛି। ଏହା ସତ୍ତ୍ୱେ କିଏ ଏହି ଫଟୋ ଉତ୍ତେଳନ କଲା ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…
ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…
ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି
ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
Archives

