ଗର୍ଭଗୃହରେ ପୂଜାର୍ଚ୍ଚନା ସମୟର ଫଟୋ ଭାଇରାଲ

ଭୁବନେଶ୍ୱର,୯।୮(ବ୍ୟୁରୋ):ଲିଙ୍ଗରାଜ ମନ୍ଦିରର ଗର୍ଭଗୃହରେ ଅମିତ୍‌ ଶାହା ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ବ୍ୟକ୍ତିଙ୍କ ଫେସବୁକରେ ଏହି ଫଟୋ ଅପଲୋଡ ହୋଇଥିବା ଜଣାପଡ଼ିଛି। ମନ୍ଦିର ଭିତରକୁ କ୍ୟାମେରା ଓ ମୋବାଇଲ ଫୋନ ନେବା ଉପରେ କଟକଣା ରହିଛି। ଏହା ସତ୍ତ୍ୱେ କିଏ ଏହି ଫଟୋ ଉତ୍ତେଳନ କଲା ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲେ ଅଭିନେତା ମିହିର ଦାସ। କଟକ ସତୀଚୈରା ଶ୍ମଶାନରେ ମିହିରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର, ପ୍ରଂଶସକ ଓ ଆତ୍ମୀୟ...

ଆଗତ ହେଲା ବଜେଟ୍‌, ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି...

ଭିମ୍‌ସାର ଘଟଣା ଭିନ୍ନ ରୂପ ନେଲା: ସୀମା ଭୁଲିଯାଇଥିଲେ ଡାକ୍ତର

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଡାକ୍ତର ସୂର୍ଯ୍ୟକାନ୍ତ ପାଟ୍ଟଯୋଶୀଙ୍କୁ ରବିବାର ମାଡ଼...

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର...

ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଦୀପାଳି

ଭୁବନେଶ୍ୱର, ୨୯।୭: ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୋର୍ଡ ସଦସ୍ୟା ତଥା ଝାରସୁଗୁଡ଼ା...

ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଏମ୍‌ସି ନିର୍ବାଚନ ଲାଗି କଂଗ୍ରେସ ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ନିଜର ମେୟର ପ୍ରାର୍ଥୀଙ୍କ ସହ ୩୦ଜଣ କର୍ପୋରେଟଙ୍କ ନାମ ଘୋଷଣା କରିଛି। ପୂର୍ବାହ୍ନରେ ମଧୁସ୍ମିତା...

ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ,୩୦।୧୦: କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାଦାରାଓ ଧାନ୍‌ଭେ ଶୁକ୍ରବାର...

୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍‌

କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍‌ ଟେଷ୍ଟିଂ ପରେ ୫୮ ଜଣ କରୋନା...

Advertisement
Archives

Model This Week